ବିବାହର ପାଞ୍ଚ ବର୍ଷ ପରେ ପପୁ ଭାଲେନଣ୍ଟାଇନ୍ ଡେରେ ପ୍ରୀତି ପାଇଁ ଧଳା ଗୋଲାପ ଫୁଲ ଆଣିଦେଲା।
ପ୍ରୀତି : ଏ କ’ଣ ଆଜି ପରା ଭାଲେନଣ୍ଟାଇନ୍ ଡେ !
ପପୁ : ହଁ ଜାଣିଛି...
ପ୍ରୀତି : ତେବେ ଆଜିର ଦିନରେ ଧଳା ଗୋଲାପ କାହିଁକି ଆଣିଛ ? ଲାଲ୍ ଆଣିଲନି...
ପପୁ : ଏବେ ମୋ ଜୀବନରେ ପ୍ରେମଠାରୁ ଅଧିକ ଶାନ୍ତିର ଆବଶ୍ୟକତା ଅଛି। ପ୍ଲିଜ୍ ଧଳା ଗୋଲାପ ନେଇ ଖୁସିରେ ରୁହ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Human Intrest
ମା’ କ୍ଷୀରରୁ ବଞ୍ଚିତ ଶିଶୁଙ୍କ ମୁହଁରେ ହସ ଫୁଟାଉଛନ୍ତି
ତାଙ୍କର ଏହି ସେବାକୁ ୧୦ ବର୍ଷ ପୂରିଥିବା ବେଳେ ଏଯାଏଁ ସେ ୨୬୪୫ ଲିଟର କ୍ଷୀର ଦାନ କଲେଣି।
Technology
ଦୀପାବଳିରେ 'ଆମାଜନ ଆଲେକ୍ସା' ଉଡ଼ାଇଲା ରକେଟ, ଚର୍ଚ୍ଚାରେ ଓଡ଼ିଆ ପୁଅଙ୍କ AI କମାଲ
ଆମାଜନର ଆଲେକ୍ସା ଡିଭାଇସ୍ ସାହାଯ୍ୟରେ ଉଡ଼ିଲା ରକେଟ ବାଣ। ଚର୍ଚ୍ଚାରେ ଓଡ଼ିଆ ଯୁବକ ମଣିକାନ୍ତଙ୍କ ନୂଆ କୌଶଳ।