ପାକିସ୍ତାନର ଉତ୍ତର-ପଶ୍ଚିମ ଖାଇବର ପଖତନଖ୍ୱାରେ ଏକ ଚାର୍ଟାର୍ଡ ଫ୍ଲାଇଟ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟି ଥିବାବେଳେ ୮ ଜଣ ଆହତ ହୋଇଛନ୍ତି।
ସୁରକ୍ଷା ଅଧିକାରୀଙ୍କ ସୂଚନା ଅନୁସାରେ, ଦୁର୍ଘଟଣାର ଶିକାର ହୋଇଥିବା ଏହି ହେଲିକପ୍ଟରଟି ଏକ ତୈଳ କମ୍ପାନୀର। କମ୍ପାନୀର କିଛି ଲୋକଙ୍କୁ ନେଇ ବିମାନଟି ଉଡ଼ାଣ ଭରିଥିଲା। ଉଡ଼ାଣର କିଛି ସମୟ ପରେ ହଠାତ୍ ଇଞ୍ଜିନରେ ତ୍ରୁଟି ଦେଖା ଯାଇଥିଲା।
Also Read
ଫଳରେ ପାଇଲଟ ଜୁରୀର ଅବତରଣ କରାଇବାକୁ ଚେଷ୍ଟା କରିଥିଲେ। ମାତ୍ର ଜରୁରୀ ଅବତରଣ ସମୟରେ ହିଁ କ୍ରାଶ୍ ହୋଇଯାଇଛି ହେଲିକପ୍ଟର।
ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ହେଲିକପ୍ଟରରେ କିଛି ବିଦେଶୀ ନାଗରିକ ଥିଲେ। କିନ୍ତୁ ସେମାନେ କେଉଁ ଦେଶର ସ୍ପଷ୍ଟ ହୋଇନାହିଁ। ସେହିପରି ମୃତକଙ୍କ ମଧ୍ୟରେ କେତେ ଜଣ ଯାତ୍ରୀ ଅଛନ୍ତି କିମ୍ବା କ୍ରୁ ସଦସ୍ୟ ଅଛନ୍ତି, ସେନେଇ ମଧ୍ୟ କୌଣସି ସୂଚନା ମିଳିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
International
ଥମୁନି ନିଆଁ, OSCAR ଯାଏ ପହଞ୍ଚିଲା
ଏକାଡେମୀ ଆଓ୍ୱାର୍ଡ ମାର୍ଚ୍ଚ ୨ (ଭାରତରେ ମାର୍ଚ୍ଚ ୩) ତାରିଖରେ ଲସ୍ ଏଞ୍ଜଲିସ୍ ସ୍ଥିତ ଡଲବି ଥିଏଟରରେ ଅନୁଷ୍ଠିତ ହେବ। କିନ୍ତୁ ଏହା ପୂର୍ବରୁ ହେବାକୁ ଥିବା ସମସ୍ତ କାର୍ଯ୍ୟକ୍ରମକୁ ଏବେ ସ୍ଥଗତି ରଖିବାକୁ ଘୋଷଣା କରାଯାଇଛି।
International
କଏନ୍ର ହେଡ୍ ପଡ଼ିବା ହେଲା କାଳ; ଯୁବତୀଙ୍କ ତଣ୍ଟି ଚିପି ମୃତଦେହ ସହ କଲେ ଦୁଷ୍କର୍ମ
କଏନ୍ର ହେଡ ପଡ଼ିବା ହେଲା କାଳ। ଯୁବତୀଙ୍କ ତଣ୍ଟି ଚିପି ଦେଲା ଜଣେ ଅଜଣା ଯୁବକ । କଏନର ହେଡ ପଡ଼ିବାରୁ ଦୁଇ ବର୍ଷ ପୂର୍ବେ ଜଣେ ଯୁବତୀଙ୍କୁ ଏପରି ନିର୍ମମ ଭାବେ ହତ୍ୟା କରିଥିଲେ ଜଣେ ଯୁବକ ।
International
ଜାପାନରେ ସୁନାମୀ ଆଲର୍ଟ ଜାରି
୬.୯ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ପରେ ସୁନାମୀ ଆଲର୍ଟ ଜାରି କରାଯାଇଛି। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି।
International
ଧୂଆଁ କମୁନି, ନିଆଁ ଲିଭୁନି, ନେଲାଣି ୧୬ ଜୀବନ
ସେହିପରି ୧୨ ହଜାରରୁ ଅଧିକ ଘର ଜଳି ପୋଡି ପାଉଁଶ ହୋଇଗଲାଣି।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।