Advertisment

ଭାରତରେ ଆଶ୍ରୟ ନେଇଛନ୍ତି ବାଂଲାଦେଶ ପ୍ରଧାନମନ୍ତ୍ରୀ

ହିଂସା ଓ ବିଦ୍ରୋହ ଯୋଗୁ ମାତ୍ର କିଛି ମାସ ତଳେ ନିର୍ବାଚନ ଜିତିଥିବା ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସନା ଭୟରେ ଦେଶ ଛାଡ଼ିଛନ୍ତି।

ଅଦ୍ୟତନ ହୋଇଛି
Advertisment

ହିଂସା ଓ ବିଦ୍ରୋହ ଯୋଗୁ ମାତ୍ର କିଛି ମାସ ତଳେ ନିର୍ବାଚନ ଜିତିଥିବା ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସନା ଭୟରେ ଦେଶ ଛାଡ଼ିଛନ୍ତି। ଦେଶ ଛାଡ଼ିବା ପୂର୍ବରୁ ସେ ବାଂଲାଦେଶ ସେନାର ନିର୍ଦ୍ଦେଶରେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ରିପୋର୍ଟ ଅନୁସାରେ, ୭୬ ବର୍ଷୀୟ ହସିନା ଓ ତାଙ୍କ ଭଉଣୀ ମିଲିଟାରୀ ହେଲିକପ୍ଟରରେ ବାଂଲାଦେଶ ଛାଡ଼ି ଭାରତରେ ଆଶ୍ରୟ ନେଇଛନ୍ତି। 

Advertisment
Bangladesh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe