ବ୍ୟାନ୍‌ ହେଲା 'X'

ଏଥିସହ ୫ ଦିନ ମଧ୍ୟରେ ଅନଲାଇନ୍ ପ୍ଲେ' ଷ୍ଟୋରରୁ ଏହି X ଆପ୍ ହଟାଇବା ପାଇଁ Apple ଏବଂ Googleକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

X ban

Representational Image

Madhupriya Mistry
  • Published: Sunday, 01 September 2024
  • Updated: 01 September 2024, 09:35 AM IST

Sports

Latest News

ବ୍ୟାନ୍‌ ହେଲା ମାଇକ୍ରୋବ୍ଲଗିଂ ସାଇଟ୍‌ 'ଏକ୍ସ' ବା ଟ୍ୱିଟର୍‌। ଶନିବାର ବ୍ରାଜିଲ ସରକାର ଏହା ଉପରେ ବ୍ୟାନ୍‌ ଲଗାଇଛନ୍ତି। ଫଳରେ ଏହା ବ୍ରାଜିଲରେ ଆଉ କାମ କରୁନି। ବର୍ତ୍ତମାନ ବ୍ରାଜିଲର ଉପଭୋକ୍ତାମାନେ 'X'ର ସେବା ବ୍ୟବହାର କରିପାରିବେ ନାହିଁ। ଉଭୟ ମୋବାଇଲ୍ ଏବଂ ୱେବ୍ ସଂସ୍କରଣରେ ସେବା ବନ୍ଦ ହୋଇଯାଇଛି। ବ୍ରାଜିଲର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, 'X'କୁ ବ୍ୟାନ୍‌ କରାଯାଇଛି।

ଦୀର୍ଘ ଦିନ ଧରି ବ୍ରାଜିଲର ସୁପ୍ରିମକୋର୍ଟ ଏବଂ TESLA ସିଇଓ ଏଲୋନ୍ ମସ୍କଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା। ୨୪ ଘଣ୍ଟା ମଧ୍ୟରେ ଜଣେ ଆଇନ ଅଧିକାରୀଙ୍କୁ ନିଯୁକ୍ତ କରିବା ପାଇଁ ଶୁକ୍ରବାର ବ୍ରାଜିଲର ସୁପ୍ରିମକୋର୍ଟ ଏକ୍ସ’କୁ ଡେଡ୍‌ଲାଇନ ଜାରି କରିଥିଲେ। ତେବେ 'ଏକ୍ସ' ପକ୍ଷରୁ ବ୍ରାଜିଲରେ ଆଇନ ଅଧିକାରୀଙ୍କୁ ନିଯୁକ୍ତ କରାଯାଇ ନ ଥିବାରୁ ଜଷ୍ଟିସ୍‌ ଆଲେକଜାଣ୍ଡର ଡି' ମାରିଆସ ଦେଶବ୍ୟାପୀ ଏହାକୁ ବ୍ୟାନ୍‌ କରିବା ପାଇଁ ଆଦେଶ ଜାରି କରିଛନ୍ତି। ବ୍ରାଜିଲର ଗଣତନ୍ତ୍ରକୁ ଦୁର୍ବଳ କରାଯାଉଥିବା ଖବର ଏକ୍ସ' ପ୍ରଚାର କରୁଥିବା ଅଭିଯୋଗ ହୋଇଛି।

Also Read

ବ୍ରାଜିଲ କୋର୍ଟ ନ୍ୟାସନାଲ ଟେଲିକମ୍ୟୁନିକେସନ ଏଜେନ୍ସିକୁ ୨୪ ଘଣ୍ଟା ଭିତରେ ବ୍ଲକ କରିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି। ଏଥିସହ ୫ ଦିନ ମଧ୍ୟରେ ଅନଲାଇନ୍ ପ୍ଲେ ଷ୍ଟୋରରୁ ଏହି X ଆପ୍ ହଟାଇବା ପାଇଁ Apple ଏବଂ Googleକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

ଏହାପୂର୍ବରୁ ଗତ ୧୭ ତାରିଖରେ ଏକ୍ସ ନିଜର ପୁରୁଣା ଆଇନ ଅଧିକାରୀଙ୍କୁ ଜେଲ୍‌ରେ ରଖିବାକୁ ବ୍ରାଜିଲରୁ ଧମକ ମିଳୁଥିବା ଦାବିକରି ନିଜର କାର୍ଯ୍ୟାଳୟକୁ ବନ୍ଦ କରିଦେଇଥିଲା। ରିପୋର୍ଟ ଅନୁଯାୟୀ, ଅନେକ ମାସ ଧରି ଦେଶରେ ଜଣେ ଆଇନ ଅଧିକାରୀଙ୍କୁ ନିଯୁକ୍ତ କରିବା ନେଇ କୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ ନ କରିବାରୁ ବ୍ରାଜିଲରେ ଏକ୍ସ’ ବିବାଦରେ ରହିଆସିଥିଲା।

ଦେଶର ଗଣତନ୍ତ୍ରକୁ ଦୁର୍ବଳ କରୁଥିବା କଣ୍ଟେଣ୍ଟକୁ ପ୍ରୋତ୍ସାହନ ଯୋଗାଉଥିବା ଏକ୍ସ’ର ଅଧିକାରୀମାନଙ୍କୁ ହଟାଇବାକୁ ବ୍ରାଜିଲରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ଦାବି କରାଯାଉଥିଲା। ତେବେ ନିର୍ଦ୍ଦେଶ ପାଳନ ନ କରିଥିବା ହେତୁ ବ୍ରାଜିଲର ସୁପ୍ରିମ ଫେଡେରାଲ କୋର୍ଟ ଏକ୍ସ’ ଉପରେ ୧୮ ମିଲିୟନ ଡଲାରର ତଥା ପାଖାପାଖି ୪୦ କୋଟି ଜରିମାନା ଲଗାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story