ପୁଣି ଭୂକମ୍ପ ଝଟକାରେ ଥରିଲା ଜାପାନ। ସପ୍ତାହ ତଳେ ସିରିଜ ଭୂକମ୍ପ ପରେ ଆଜି ପୁଣି ଥରେ ଝଟକା ଲାଗିଛି। ଭୂକମ୍ପ ତୀବ୍ରତା ୬.୦ ମ୍ୟାଗ୍ନିଚ୍ୟୁଡ ଥିବା କୁହାଯାଇଛି। ଖବର ଲେଖା ହେବା ସୁଦ୍ଧା ମୃତାହତଙ୍କ ସୂଚନା ମିଳିପାରି ନଥିଲା।
ଜାପାନ ପାଣିପାଗ ବିଭାଗ ସୂଚନା ଅନୁସାରେ, ଆଜି ଦେଶର ଉପକୂଳ ଅଞ୍ଚଳରେ ଭୂକମ୍ପ ଝଟକା ଲାଗିଥିଲା, ଯାହାର ତୀବ୍ରତା ୬.୦ ମ୍ୟାଗ୍ନିଚ୍ୟୁଡ ରହିଛି।ଏଥିରେ କୌଣସି ମୃତାହତଙ୍କ ବାବଦରେ ଜଣାପଡି ନାହିଁ।
Also Read
ପ୍ରକାଶ ଥାଉ କି, ଏହି ସ୍ଥାନରେ ହିଁ ଜାନୁଆରୀ ୧ରେ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା, ଯେଁଥିରେ୨୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏଥିସହ ଅନେକ ଲୋକ ଭଗ୍ନାବଶେଷ ତଳେ ଚାପି ହୋଇ ଯାଇଥିଲେ।
ଉଦ୍ଧାର କାର୍ଯ୍ୟ ଏବେ ବି ଅସମ୍ପୂର୍ଣ୍ଣ ରହିଥିବା ବେଳେ ପୁଣି ଥରେ ଝଟକା ଲଗାଛି। ତଥାପି ଖବର ଲେଖା ହେବା ସୁଦ୍ଧା ସୁନାମି ଚେତାବନୀ ଦିଆଯାଇ ନଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
International
ଥମୁନି ନିଆଁ, OSCAR ଯାଏ ପହଞ୍ଚିଲା
ଏକାଡେମୀ ଆଓ୍ୱାର୍ଡ ମାର୍ଚ୍ଚ ୨ (ଭାରତରେ ମାର୍ଚ୍ଚ ୩) ତାରିଖରେ ଲସ୍ ଏଞ୍ଜଲିସ୍ ସ୍ଥିତ ଡଲବି ଥିଏଟରରେ ଅନୁଷ୍ଠିତ ହେବ। କିନ୍ତୁ ଏହା ପୂର୍ବରୁ ହେବାକୁ ଥିବା ସମସ୍ତ କାର୍ଯ୍ୟକ୍ରମକୁ ଏବେ ସ୍ଥଗତି ରଖିବାକୁ ଘୋଷଣା କରାଯାଇଛି।
International
କଏନ୍ର ହେଡ୍ ପଡ଼ିବା ହେଲା କାଳ; ଯୁବତୀଙ୍କ ତଣ୍ଟି ଚିପି ମୃତଦେହ ସହ କଲେ ଦୁଷ୍କର୍ମ
କଏନ୍ର ହେଡ ପଡ଼ିବା ହେଲା କାଳ। ଯୁବତୀଙ୍କ ତଣ୍ଟି ଚିପି ଦେଲା ଜଣେ ଅଜଣା ଯୁବକ । କଏନର ହେଡ ପଡ଼ିବାରୁ ଦୁଇ ବର୍ଷ ପୂର୍ବେ ଜଣେ ଯୁବତୀଙ୍କୁ ଏପରି ନିର୍ମମ ଭାବେ ହତ୍ୟା କରିଥିଲେ ଜଣେ ଯୁବକ ।
International
ଜାପାନରେ ସୁନାମୀ ଆଲର୍ଟ ଜାରି
୬.୯ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ପରେ ସୁନାମୀ ଆଲର୍ଟ ଜାରି କରାଯାଇଛି। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି।
International
ଧୂଆଁ କମୁନି, ନିଆଁ ଲିଭୁନି, ନେଲାଣି ୧୬ ଜୀବନ
ସେହିପରି ୧୨ ହଜାରରୁ ଅଧିକ ଘର ଜଳି ପୋଡି ପାଉଁଶ ହୋଇଗଲାଣି।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।