ଅଦ୍ୟତନ ହୋଇଛି
Earthquake In US
Advertisment
ଆମେରିକାରେ ଅନୁଭୂତ ହୋଇଛି ଶକ୍ତିଶାଳୀ ଭୂକମ୍ପ। ଆଲାସ୍କା ପେନିଞ୍ଜୁଲା ଅଞ୍ଚଳରେ ଏହି ଭୂମିକମ୍ପ ହୋଇଥିବା ସୂଚନା ମିଳିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରହିଥିଲା। ତେବେ କ୍ଷୟକ୍ଷତି ନେଇ କୌଣସି ରିପୋର୍ଟ ଆସିନାହିଁ।
Advertisment
ଅନ୍ୟପକ୍ଷରେ ଭୂକମ୍ପ ପରେ କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ସୁନାମି ଆର୍ଲଟ କରାଯାଇଛି। ମାର୍ଚ୍ଚ 1964 ରେ ଆଲାସ୍କାରେ 9.2 ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପରେ ଅନୁଭୂତ ହୋଇଥିଲା। ଏହା ସବୁଠୁ ଭାୟାନକ ଥିଲା। ଭୂକମ୍ପ ପରେ ସୁନାମି ପ୍ରଭାବରେ ଆଲାସ୍କା ଗଲ୍ଫ, ଆମେରିକାର ପଶ୍ଚିମ ଉପକୂଳ ଏବଂ ହାୱାଇ ଅଧିକ ପ୍ରଭାବିତ ହୋଇଥିଲା। ଏଥିରେ 250 ରୁ ଅଧିକ ଲୋକଙ୍କ ଜୀବନ ଯାଇଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us