ହାଇତିର ଦକ୍ଷିଣ ଉପଦ୍ୱୀପରେ ଏକ ଇନ୍ଧନ ଟ୍ୟାଙ୍କର ବିସ୍ଫୋରଣ ଘଟି ୨୪ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୪୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କ ଶରୀରର ଏକ ତୃତୀୟାଂଶ ପୋଡ଼ି ଯାଇଥିବା ସୂଚନା ମିଳିଛି।
ସୂଚନା ଅନୁସାରେ, ଆଜି ପୂର୍ବାହ୍ନ ସମୟରେ ଏକ ଇନ୍ଧନ ଟ୍ୟାଙ୍କର ଯାଉଥିବା ସମୟରେ ହଠାତ୍ ବିସ୍ଫୋରଣ ଘଟିଥିଲା। ଫଳରେ ୨୪ ଜଣ ଲୋକ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ମୃତକଙ୍କ ମଧ୍ୟରେ ମିହିଳା ଓ ଶିଶୁ ଥିବାବେଳେ ଅଧିକାଂଶ ପୁରୁଷ ଅଛନ୍ତି।
Also Read
ହାଇତି ପ୍ରଧାନମନ୍ତ୍ରୀ ଗ୍ୟାରି କନିଲ୍ ଏହି ଘଟଣାକୁ ଅତ୍ୟନ୍ତ ଭୟାନକ ବୋଲି କହିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ପ୍ରଧାନମନ୍ତ୍ରୀ କନିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରିଛନ୍ତି। ଆହତମାନଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ସେମାନଙ୍କୁ ହେଲିକପ୍ଟର ଯୋଗେ ସ୍ଥାନାନ୍ତର କରାଯାଇଥିବା କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
International
ଥମୁନି ନିଆଁ, OSCAR ଯାଏ ପହଞ୍ଚିଲା
ଏକାଡେମୀ ଆଓ୍ୱାର୍ଡ ମାର୍ଚ୍ଚ ୨ (ଭାରତରେ ମାର୍ଚ୍ଚ ୩) ତାରିଖରେ ଲସ୍ ଏଞ୍ଜଲିସ୍ ସ୍ଥିତ ଡଲବି ଥିଏଟରରେ ଅନୁଷ୍ଠିତ ହେବ। କିନ୍ତୁ ଏହା ପୂର୍ବରୁ ହେବାକୁ ଥିବା ସମସ୍ତ କାର୍ଯ୍ୟକ୍ରମକୁ ଏବେ ସ୍ଥଗତି ରଖିବାକୁ ଘୋଷଣା କରାଯାଇଛି।
International
କଏନ୍ର ହେଡ୍ ପଡ଼ିବା ହେଲା କାଳ; ଯୁବତୀଙ୍କ ତଣ୍ଟି ଚିପି ମୃତଦେହ ସହ କଲେ ଦୁଷ୍କର୍ମ
କଏନ୍ର ହେଡ ପଡ଼ିବା ହେଲା କାଳ। ଯୁବତୀଙ୍କ ତଣ୍ଟି ଚିପି ଦେଲା ଜଣେ ଅଜଣା ଯୁବକ । କଏନର ହେଡ ପଡ଼ିବାରୁ ଦୁଇ ବର୍ଷ ପୂର୍ବେ ଜଣେ ଯୁବତୀଙ୍କୁ ଏପରି ନିର୍ମମ ଭାବେ ହତ୍ୟା କରିଥିଲେ ଜଣେ ଯୁବକ ।
International
ଜାପାନରେ ସୁନାମୀ ଆଲର୍ଟ ଜାରି
୬.୯ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ପରେ ସୁନାମୀ ଆଲର୍ଟ ଜାରି କରାଯାଇଛି। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି।
International
ଧୂଆଁ କମୁନି, ନିଆଁ ଲିଭୁନି, ନେଲାଣି ୧୬ ଜୀବନ
ସେହିପରି ୧୨ ହଜାରରୁ ଅଧିକ ଘର ଜଳି ପୋଡି ପାଉଁଶ ହୋଇଗଲାଣି।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।