ହିନ୍ଦୁଙ୍କ ଉପରେ କାହିଁକି ରାଗ ? | Odisha Reporter
ଅଶାନ୍ତ ବାଂଲାଦେଶରେ ଅସୁରକ୍ଷିତ ସଂଖ୍ୟାଲଘୁ । ଆକ୍ରମଣକାରୀଙ୍କ ନିଶାନାରେ ହିନ୍ଦୁ, ହିନ୍ଦୁ ମାନଙ୍କ ଘର, ବ୍ୟାବସାୟିକ ପ୍ରତିଷ୍ଠାନ ଓ ବିଭିନ୍ନ ଦେବଦେବୀ ମନ୍ଦିର। କେଉଁଠି ଆକ୍ରମଣକାରୀ ନିଆଁ ଲଗାଉଛନ୍ତି ତ କେଉଁଠି ଲଙ୍କାକାଣ୍ଡ ଭିଆଉଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
