ପ୍ରାଣବିକଳେ ଦେଶ ଛାଡୁଛନ୍ତି ଲୋକେ| Odisha Reporter
Advertisment
ବାଂଲାଦେଶରେ ସଂରକ୍ଷଣ ବ୍ୟବସ୍ଥା ବିରୋଧରେ ଆରମ୍ଭ ହୋଇଥିବା ଛାତ୍ର ଆନ୍ଦୋଳନ ଦଙ୍ଗାରେ ପରିଣତ ହୋଇଛି। ସେଠାରେ ରହୁଥିବା ହିନ୍ଦୁଙ୍କୁ ଟାର୍ଗେଟ କରାଯାଇ ଆକ୍ରମଣ କରା ଯାଉଥିବା ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଶେଖ୍ ହସିନା ବିଦେଶ ପଳାଇବା ପରେ ବାଂଲାଦେଶରେ ଥିବା ହିନ୍ଦୁ ମନ୍ଦିରଗୁଡିକରେ ଭଙ୍ଗାରୁଜା କରାଯିବା ସହ ହିନ୍ଦୁମାନଙ୍କ ଘର ଏବଂ ସେମାନଙ୍କ ବ୍ୟବସାୟ ପ୍ରତିଷ୍ଠାନ ଉପରେ ଆକ୍ରମଣ କରାଯାଉଥିବାର ଭିଡିଓ ସାମ୍ନାକୁ ଆସିଛି
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us