Advertisment

ପ୍ୟାରିସରେ ଶୁଭିଲା ମୋଦି ମୋଦି ନାରା

ପ୍ୟାରିସରେ ଫ୍ରାନ୍ସ ଓ ଭାରତର ଅତୁଟ ସଂପର୍କ ବିଷୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି।

Advertisment

ଦୁଇ ଦିନିଆ ଫ୍ରାନ୍ସ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗତକାଲି ଭାରତୀୟଙ୍କୁ ସମ୍ବୋଧନ ବେଳେ ପ୍ରବାସୀ ଭାରତୀୟଙ୍କ ଠାରେ ଅଦ୍ଭୂତପୂର୍ବ ଉତ୍ସାହ ଦେଖିବାକୁ ମିଳିଥିଲା। ଫ୍ରାନ୍ସର ଜାତୀୟ ଦିବସ ‘ବାଷ୍ଟିଲ ଦିବସ’ ସମାରୋହରେ ମୋଦିଙ୍କୁ ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି। ପ୍ୟାରିସରେ ଫ୍ରାନ୍ସ ଓ ଭାରତର ଅତୁଟ ସଂପର୍କ ବିଷୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି। 

Advertisment
Narendra Modi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe