ଟେକ୍ ଅଫ୍ ପରେ ମଝି ଆକାଶରେ ନିଖୋଜ ହୋଇଗଲା ହେଲିକପ୍ଟର। ରୁଷୀୟ ହେଲିକପ୍ଟର Mi-8T ନିଖୋଜ ହୋଇଯାଇଛି। ବିମାନବନ୍ଦରରୁ ଟେକ୍ ଅଫ୍ ପରେ ହେଲିକପ୍ଟର ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିବା ଆଶଙ୍କା କରାଯାଉଛି।
ରଏଟର୍ସର ରିପୋର୍ଟ ମୁତାବକ, ଏହି ହେଲିକପ୍ଟରରେ ତିନି ଜଣ କ୍ୟାବିନ୍ କ୍ରୁ ସଦସ୍ୟ ଓ ୧୯ ଜଣ ଯାତ୍ରୀ ଥିଲେ। ତେବେ ଉଡାଣ ଭରିବା ପରେ କାମ୍ଚାତ୍କା ଠାରେ ହେଲିକପ୍ଟର ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।
Also Read
ସୂଚନା ମୁତାବକ, ଭ୍ୟାକାଜେଟସ୍ ଆଗ୍ନେୟଗିରି ନିକଟରେ ହେଲିକପ୍ଟରଟି ନିଖୋଜ ହୋଇଯାଇଛି। ଏହାକୁ ଖୋଜିବା ପାଇଁ ଅନ୍ୟ ଏକ ବିମାନ ପଠାଯାଇଛି। ରୁଷ ନ୍ୟୁଜ୍ ଆଉଟଲେଟ୍ କହିଛି ଯେ ଭିଟାଜ୍-ଏରୋ ଏୟାରଲାଇନ୍ସର Mi-8T, ଭାକ୍କାଜେଟ୍ ଆଗ୍ନେୟଗିରିର ଏକ ସ୍ଥାନରୁ ୨୫ କିଲୋମିଟର ଦୂରରେ ଥିବା ନିକୋଲେଭାକ୍କା ଗାଁକୁ ଉଡ଼ାଣ ଭରିଥିଲା। ତେବେ ନିର୍ଦ୍ଧାରିତ ସମୟ ପ୍ରାୟ ୭ଟା ୧୫ରେ(ମସ୍କୋ ସମୟ) ତା' ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
International
ଥମୁନି ନିଆଁ, OSCAR ଯାଏ ପହଞ୍ଚିଲା
ଏକାଡେମୀ ଆଓ୍ୱାର୍ଡ ମାର୍ଚ୍ଚ ୨ (ଭାରତରେ ମାର୍ଚ୍ଚ ୩) ତାରିଖରେ ଲସ୍ ଏଞ୍ଜଲିସ୍ ସ୍ଥିତ ଡଲବି ଥିଏଟରରେ ଅନୁଷ୍ଠିତ ହେବ। କିନ୍ତୁ ଏହା ପୂର୍ବରୁ ହେବାକୁ ଥିବା ସମସ୍ତ କାର୍ଯ୍ୟକ୍ରମକୁ ଏବେ ସ୍ଥଗତି ରଖିବାକୁ ଘୋଷଣା କରାଯାଇଛି।
International
କଏନ୍ର ହେଡ୍ ପଡ଼ିବା ହେଲା କାଳ; ଯୁବତୀଙ୍କ ତଣ୍ଟି ଚିପି ମୃତଦେହ ସହ କଲେ ଦୁଷ୍କର୍ମ
କଏନ୍ର ହେଡ ପଡ଼ିବା ହେଲା କାଳ। ଯୁବତୀଙ୍କ ତଣ୍ଟି ଚିପି ଦେଲା ଜଣେ ଅଜଣା ଯୁବକ । କଏନର ହେଡ ପଡ଼ିବାରୁ ଦୁଇ ବର୍ଷ ପୂର୍ବେ ଜଣେ ଯୁବତୀଙ୍କୁ ଏପରି ନିର୍ମମ ଭାବେ ହତ୍ୟା କରିଥିଲେ ଜଣେ ଯୁବକ ।
International
ଜାପାନରେ ସୁନାମୀ ଆଲର୍ଟ ଜାରି
୬.୯ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ପରେ ସୁନାମୀ ଆଲର୍ଟ ଜାରି କରାଯାଇଛି। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି।
International
ଧୂଆଁ କମୁନି, ନିଆଁ ଲିଭୁନି, ନେଲାଣି ୧୬ ଜୀବନ
ସେହିପରି ୧୨ ହଜାରରୁ ଅଧିକ ଘର ଜଳି ପୋଡି ପାଉଁଶ ହୋଇଗଲାଣି।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।