ବାଂଲାଦେଶକୁ ଶାସନ କରୁଥିବା ହସିନା ସରରକାର ବିରୋଧରେ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ଗତ ମାସରୁ ସଂରକ୍ଷଣ ବିରୋଧୀ ଆନ୍ଦୋଳନ ନାଁରେ ଦେଶରେ ଅରାଜକତା ବୃଦ୍ଧି ପାଇଥିଲା। ତେବେ ୧୯୭୧ ବାଂଲାଦେଶ ସ୍ୱାଧୀନତା ଆନ୍ଦୋଳନରେ ଯେଉଁମାନେ ସଂଗ୍ରାମୀ ଥିଲେ ସେମାନଙ୍କ ପରିବାର ସଦସ୍ୟଙ୍କ ପାଇଁ ଚାକିରିରେ ୩୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରଖାଯାଇଥିଲା, ଯାହାକୁ ପ୍ରତ୍ୟାହାର କରିବା ପାଇଁ ଦାବି କରୁଛନ୍ତି ବିଭିନ୍ନ ଛାତ୍ର ସଂଗଠନ। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
International
ସିରିଆ ଉପରେ ‘ଭୂକମ୍ପ ବୋମା’ ମାଡ଼ କଲା ଇସ୍ରାଏଲ, ସାମ୍ନାକୁ ଆସିଲା ଭିଡିଓ
ଇସ୍ରାଏଲ ପକ୍ଷରୁ ସିରିଆର ୨୩ ଏୟାର ଡିଫେନ୍ସ ବ୍ରିଗେଡ ଓ ଏହାର ଆଖପାଖ ଅଞ୍ଚଳରେ ସବୁଠାରୁ ଭୟଙ୍କର ବୋମା ମାଡ଼ କରାଯାଇଛି।
International
ବିନା ହିଜାବରେ ଗାଉଥିଲେ ସିଙ୍ଗର୍, ବାନ୍ଧିଲା ପୁଲିସ
ୟୁଟ୍ୟୁବର୍ ତଥା ସିଙ୍ଗର୍ ପରସ୍ତୁ ଅହମଦି ହିଜାବ ନ ପିନ୍ଧି ଅନ୍ଲାଇନ୍ କନ୍ସର୍ଟ କରିଥିଲେ। ଏହାପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
International
ପାହାଡ଼ରୁ ଖସି ପଡ଼ିଲେ Mango ଫ୍ୟାଶନ ଚେନ୍ ଫାଉଣ୍ଡର୍, ଚାଲିଗଲା ଜୀବନ
ପାହାଡ ଉପରୁ ୩୨୦ ଫୁଟ ଗଭୀର ଖାଇକୁ ଖସି ପଡି ୭୧ ବର୍ଷିୟ ଇସାକ୍ ଏଣ୍ଡିକ୍ଙ୍କ ମୃତ୍ୟୁ ହୋଇଛି।
International
ବାର୍ଷିକ ଉତ୍ସବ ପାଳନ ବେଳେ ବୋମା ବିସ୍ଫୋରଣ, ୩ ମୃତ
ଏହି ବିସ୍ଫୋରଣରେ ୩୯ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
Viral
ଉପୁଡ଼ିଗଲା ବିରାଟକାୟ ଗଛ, ୨ ପର୍ଯ୍ୟଟକ ମୃତ; ଭିଡିଓ ଭାଇରାଲ
ମଙ୍କି ଫରେଷ୍ଟ କର୍ତ୍ତୃପକ୍ଷ କହିଛନ୍ତି ଯେ ଏହା ଏକ ଅତ୍ୟନ୍ତ ଦୁଃଖଦ ଘଟଣା। କିନ୍ତୁ ଏହା ମଣିଷର ନିୟନ୍ତ୍ରଣ ବାହାରେ ଥିଲା।