କେନ୍ଦ୍ର ଲୋକସେବା ଆୟୋଗ(UPSC) ଦ୍ବାରା ପରିଚାଳିତ ସିଭିଲ ସର୍ଭିସ୍ ପରୀକ୍ଷା-୨୦୨୩ ଫଳ ପ୍ରକାଶ ପାଇଛି। କମାଲ୍ କଲେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ। ତାଳଚେରର ଅନିମେଶ ବନିଲେ ଦ୍ୱିତୀୟ IAS ଟପ୍ପର। ବିନା କୌଣସି କୋଚିଂରେ ପ୍ରଥମ ପ୍ରୟାସରେ ପାଇଲେ ବଡ଼ ସଫଳତା। ଏହି ସଫଳତା ପାଇବା ପାଇଁ ଅନିମେଶ ଯେଉଁ ତ୍ୟାଗ ଓ ସଘର୍ଷ କରିଛନ୍ତି ତାହା ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ମାଆଙ୍କର କ୍ୟାନ୍ସର ଟ୍ରିଟମେଣ୍ଟ ଭିତରେ ସମୟ ବାହାର କରି ପାଠ ପଢ଼ିବା ଏବଂ ରେଜଲ୍ଟ ବାହାରିବାର ଠିକ୍ ଗୋଟେ ମାସ ପୂର୍ବରୁ ମାଆଙ୍କ ଦେହାନ୍ତ ତାଙ୍କ ପାଇଁ ସବୁଠୁ କଠିନ ସମୟ ଥିଲା। ଶୁଣନ୍ତୁ ତାଙ୍କ ମୁହଁରୁ ତାଙ୍କ ସଫଳତା ପଛର ସଂଘର୍ଷର କାହାଣୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଦୀପ କହିଦେଲେ ନବୀନ ଓ ପାଣ୍ଡିଆନଙ୍କ ଭିତିରି କଥା
କେତେ ପ୍ରତିଶୋଧ ପରାୟଣ ନବୀନ ବାବୁ ? କେମିତି ତାଙ୍କ ପରିବାର ଓ ତାଙ୍କୁ ହଇରାଣ କରିଥିଲେ ?
Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Interview
ଚାରିଆଡ଼େ ଖୋଜିଲେ, କିନ୍ତୁ ନବୀନଙ୍କ ବିକାଶ ପାଇଲେନି
କଥା କଥାରେ ଲତିକାଙ୍କୁ ତେରଚ୍ଛା ବାଣ ମାରିଲେ ମନ୍ତ୍ରୀ ।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’