ଭରତପୁର ଥାନାରେ ଭାରତୀୟ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ଯାତନା ଅଭିଯୋଗ ମାମଲାର ବିଚାର ବିଭାଗୀୟ ତଦନ୍ତ ପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଥିଲେ। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ ଅନୁରୋଧ କରାଯାଇଛି । ଏହାକୁ ନେଇ ଜଷ୍ଟିସ ଚିତ୍ତରଞ୍ଜନ ଦାଶ କଣ କହିଛନ୍ତି ଶୁଣନ୍ତୁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Interview
ଚାରିଆଡ଼େ ଖୋଜିଲେ, କିନ୍ତୁ ନବୀନଙ୍କ ବିକାଶ ପାଇଲେନି
କଥା କଥାରେ ଲତିକାଙ୍କୁ ତେରଚ୍ଛା ବାଣ ମାରିଲେ ମନ୍ତ୍ରୀ ।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’