Advertisment

ଭରତପୁର ମାମଲାରେ ହେବ ବିଚାର ବିଭାଗୀୟ ତଦନ୍ତ

ଭରତପୁର ଥାନାରେ ଭାରତୀୟ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ଯାତନା ଅଭିଯୋଗ ମାମଲାର ବିଚାର ବିଭାଗୀୟ ତଦନ୍ତ ପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଥିଲେ।

ଅଦ୍ୟତନ ହୋଇଛି
Advertisment

ଭରତପୁର ଥାନାରେ ଭାରତୀୟ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ଯାତନା ଅଭିଯୋଗ ମାମଲାର ବିଚାର ବିଭାଗୀୟ ତଦନ୍ତ ପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଥିଲେ। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ ଅନୁରୋଧ କରାଯାଇଛି । ଏହାକୁ ନେଇ ଜଷ୍ଟିସ ଚିତ୍ତରଞ୍ଜନ ଦାଶ କଣ କହିଛନ୍ତି ଶୁଣନ୍ତୁ । 

Advertisment
Odisha Bhubaneswar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe