ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ଉତ୍ତରାଧିକାରୀ ଭାବେ ତାଙ୍କ ସାନ ପୁଅ ମନ୍ମଥ ରାଉତରାୟଙ୍କୁ ବାଛିଛନ୍ତି। ଏହାପରେ ସେ ପାଇଲଟ୍ ଚାକିରିରୁ ଇସ୍ତଫା ଦେଇଛନ୍ତି। ସେପଟେ ତାଙ୍କ ବଡ଼ ଭାଇ ସିଦ୍ଧାର୍ଥ ରାଉତରାୟ ମଧ୍ୟ ରାଜନୀତି କରିବାକୁ ମନ ବଳାଇଛନ୍ତି। ଏହି ପରିପ୍ରେକ୍ଷୀରେ ମନ୍ମଥ କହିଛନ୍ତି, ‘ଭାଇ ଫୁଲଟାଇମ୍ ପର୍ବତାରୋହଣକୁ ଦେଲେ ଆଉ ମୁଁ ଫୁଲଟାଇମ୍ ରାଜନୀତିକୁ ଦେବି’। ପର୍ବତାରୋହଣ କରି ପଲିଟିକ୍ସ କରିବା କମ୍ବିନେସନ୍ ଗ୍ରହହଣୀୟ ନୁହେଁ ବୋଲି ଆମ ସହ ସାକ୍ଷାତକାରରେ ମନ୍ମଥ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Interview
ଚାରିଆଡ଼େ ଖୋଜିଲେ, କିନ୍ତୁ ନବୀନଙ୍କ ବିକାଶ ପାଇଲେନି
କଥା କଥାରେ ଲତିକାଙ୍କୁ ତେରଚ୍ଛା ବାଣ ମାରିଲେ ମନ୍ତ୍ରୀ ।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’