ଶ୍ରୀମନ୍ଦିରରେ ରହିଛି କି ଗୁପ୍ତ ରତ୍ନଭଣ୍ଡାର ? ରତ୍ନଭଣ୍ଡାରରେ ଅଛି ଗୁପ୍ତ ସୁଡ଼ଙ୍ଗ ? ଆଇନ ମନ୍ତ୍ରୀ କହିଲେ, ସେଥିପାଇଁ ଜିପିଆର ସର୍ଭେ କରାଯିବ। ଜିପିଆର ସର୍ଭେ ପାଇଁ ଏଏସଆଇକୁ ନିର୍ଦ୍ଦେଶ ଦିଆଯାଇଛି। ରତ୍ନଭଣ୍ଡାରର ଗଣତି ମଣତି ପରେ ଅଳଙ୍କାର କଥା ସାର୍ବଜନୀନ କରାଯିବ କି ? ରଘୁବର ଦାସ କମିଶନ ରିପୋର୍ଟକୁ ସରକାର ଗୃହରେ ଉପସ୍ଥାପନ କରିବେ କି ? ଏମିତି ଅନେକ ଅସମାହିତ ପ୍ରଶ୍ନର ଉତ୍ତର ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Interview
ଚାରିଆଡ଼େ ଖୋଜିଲେ, କିନ୍ତୁ ନବୀନଙ୍କ ବିକାଶ ପାଇଲେନି
କଥା କଥାରେ ଲତିକାଙ୍କୁ ତେରଚ୍ଛା ବାଣ ମାରିଲେ ମନ୍ତ୍ରୀ ।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’