ଗରିବର ବସ୍ତିରେ ଆଉ ବୁଲିବନି ବୁଲଡୋଜର। ବେଆଇନ୍ ଭାବେ ଗଢ଼ି ଉଠିଥିବା କୋଠାବାଡ଼ି ମିଶିବ ମାଟିରେ। ଭୂମିହୀନଙ୍କୁ ମିଳିବ 4 ଡିସିମିଲର ଜାଗା। ବର୍ଷ ବର୍ଷ ଧରି ହୀରାକୁଦର ପାଣି ନେଇ ଟିକସ ଫାଙ୍କୁଥିବା କଳ କାରଖାନାଠୁ ଆଦାୟ ହେବ ଟଙ୍କା । ଏମିତି କିଛି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଏହା ବ୍ୟତୀତ ନବୀନଙ୍କ ଜଗନ୍ନାଥଙ୍କ ଭକ୍ତି ନେଇ ସେ ଖୋଲିଛନ୍ତି ଏକ ଚମତ୍କାର ଖୁଲାସା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପ୍ରଦୀପ କହିଦେଲେ ନବୀନ ଓ ପାଣ୍ଡିଆନଙ୍କ ଭିତିରି କଥା
କେତେ ପ୍ରତିଶୋଧ ପରାୟଣ ନବୀନ ବାବୁ ? କେମିତି ତାଙ୍କ ପରିବାର ଓ ତାଙ୍କୁ ହଇରାଣ କରିଥିଲେ ?
Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Interview
ଚାରିଆଡ଼େ ଖୋଜିଲେ, କିନ୍ତୁ ନବୀନଙ୍କ ବିକାଶ ପାଇଲେନି
କଥା କଥାରେ ଲତିକାଙ୍କୁ ତେରଚ୍ଛା ବାଣ ମାରିଲେ ମନ୍ତ୍ରୀ ।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’