Advertisment

'ବିଜୁ ବାବୁଙ୍କ ମୁଖ୍ୟମନ୍ତ୍ରୀ ପଦ ପଳାଇଥାନ୍ତା ମୁଁ ବଞ୍ଚେଇଦେଲି'

୧୯୧୬ ମସିହା ମାର୍ଚ୍ଚ ୫ ଅର୍ଥାତ୍ ଆଜିର ଦିନରେ କଟକରେ ଜନ୍ମ ଗ୍ରହଣ କରିଥିଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟାନନ୍ଦ ପଟ୍ଟନାୟକ।

ଅଦ୍ୟତନ ହୋଇଛି
Advertisment

ଆଜି ବିଜୁ ଜୟନ୍ତୀ ତଥା ରାଜ୍ୟ ପଞ୍ଚାୟତିରାଜ ଦିବସ। ୧୯୧୬ ମସିହା ମାର୍ଚ୍ଚ ୫ ଅର୍ଥାତ୍ ଆଜିର ଦିନରେ କଟକରେ ଜନ୍ମ ଗ୍ରହଣ କରିଥିଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟାନନ୍ଦ ପଟ୍ଟନାୟକ। ଆଜି ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ବିଜୁ ବାବୁଙ୍କ ବିଷୟରେ କଣ କହିଛନ୍ତି ଶୁଣନ୍ତୁ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର। 

Advertisment
Narasingha Mishra Biju Pattanaik Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe