ଏଥର କଂଗ୍ରେସ ପ୍ରାର୍ଥିନୀ ଭାବେ ମୈଦାନରେ ଫାଇଟ୍ କରିବେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ । ସୋଫିଆଙ୍କୁ କଂଗ୍ରେସ ପ୍ରାର୍ଥୀ କରିବା ପରେ ତେଜୁଛି କଟକ-ବାରବାଟୀ ରାଜନୀତି। ନାଁ ନନେଇ ବିଜେଡି ପ୍ରାର୍ଥୀଙ୍କୁ କାଉଣ୍ଟର କଲେ ସୋଫିଆ। କହିଲେ, ସେ ଲୋକଙ୍କ ନିକଟରେ ପହଞ୍ଚିବେ କେମିତି ? ଦୀର୍ଘ 25 ବର୍ଷ ଧରି କେଉଁଠି ଥିଲେ ? ଆମର ସ୍ବତନ୍ତ୍ର ସାକ୍ଷାତକାର କାର୍ଯ୍ୟକ୍ରମରେ ସୋଫିଆ କହିଲେ, 'କଟକବାସୀ ଭାରି ସ୍ବାଭିମାନୀ।' ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ପ୍ରଦୀପ କହିଦେଲେ ନବୀନ ଓ ପାଣ୍ଡିଆନଙ୍କ ଭିତିରି କଥା
କେତେ ପ୍ରତିଶୋଧ ପରାୟଣ ନବୀନ ବାବୁ ? କେମିତି ତାଙ୍କ ପରିବାର ଓ ତାଙ୍କୁ ହଇରାଣ କରିଥିଲେ ?

Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

Interview
ଚାରିଆଡ଼େ ଖୋଜିଲେ, କିନ୍ତୁ ନବୀନଙ୍କ ବିକାଶ ପାଇଲେନି
କଥା କଥାରେ ଲତିକାଙ୍କୁ ତେରଚ୍ଛା ବାଣ ମାରିଲେ ମନ୍ତ୍ରୀ ।

Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’