Advertisment

କ’ଣ ସବୁ କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଦେଖନ୍ତୁ ଏହି ସାକ୍ଷାତକାର

ସୁଭଦ୍ରା ଯୋଜନା ପାଇଁ ଆଧାର କାର୍ଡ ହିଁ ଯଥେଷ୍ଟ!

author-image
Jitendra Garnayak

ସୁଭଦ୍ରା ଯୋଜନା ଏସଓପି ଅଗଷ୍ଟ ୧୫ରେ ଆସିବ। ଏଥିରେ କିଏ ପାଇବେ, କିଏ ପାଇବେନି, ତାର ସ୍ପଷ୍ଟ ଚିତ୍ର ରହିବ। ସୁଭଦ୍ରା ଯୋଜନା ପାଇଁ ଆଧାର କାର୍ଡ ହିଁ ଯଥେଷ୍ଟ। ତେବେ ଉଚ୍ଚ ବର୍ଗର ଲୋକ ଏଥିରୁ ବାଦ ପଡିପାରନ୍ତି। ବିଶେଷକରି ଯେଉଁମାନେ ଆୟକର ଦେଉଛନ୍ତି ସେମାନଙ୍କୁ ସରକାର ବାଦ ଦେଇପାରନ୍ତି। ତେବେ ଅଗଷ୍ଟ ୧୫ରେ ଏସଓପି ଆସିବା ପରେ ସୁଭଦ୍ରା ନେଇ ଚିତ୍ର ଆହୁରି ସ୍ପଷ୍ଟ ହେବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

Advertisment