ବାରବାଟୀ-କଟକ ଆସନର କଂଗ୍ରେସ ପ୍ରାର୍ଥୀ ସୋଫିଆ ଫିର୍ଦ୍ଦୋସ ଏବେ ଚର୍ଚ୍ଚାରେ । ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ। ତେବେ ରାଜନୀତିକୁ ଆସି ସୋଫିଆ କେତେ ଖୁସି ? ରାଜନୀତି ପାଇଁ ଇଛା ଥିଲା ନା ପରିସ୍ଥିତିରେ ପଡି ପ୍ରାର୍ଥୀ ହୋଇଛନ୍ତି । ଏନେଇ ଆମର ସ୍ବତନ୍ତ୍ର ସାକ୍ଷତକାର କାର୍ଯ୍ୟକ୍ରମରେ କଣ କହିଛନ୍ତି ସୋଫିଆ ଫିର୍ଦ୍ଦୋସ ଶୁଣନ୍ତୁ...
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Interview
ଚାରିଆଡ଼େ ଖୋଜିଲେ, କିନ୍ତୁ ନବୀନଙ୍କ ବିକାଶ ପାଇଲେନି
କଥା କଥାରେ ଲତିକାଙ୍କୁ ତେରଚ୍ଛା ବାଣ ମାରିଲେ ମନ୍ତ୍ରୀ ।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’