ରାଜ୍ୟରେ ଆଳୁ ସଙ୍କଟ ନବୀନ ଓ ମମତାଙ୍କର ମିଳିତ ସୃଷ୍ଟି। ବଙ୍ଗାଳରେ ଚାଷୀ ଆନ୍ଦୋଳନ କଲେ, ଦିଦି ଟ୍ରକ ଛାଡ଼ିବାକୁ ବାଧ୍ୟ ହେଲେ। ଦୁଇବର୍ଷ ପରେ ଆମକୁ ଆଉ ଅନ୍ୟ ରାଜ୍ୟ ଉପରେ ଆଳୁ ଓ ପିଆଜ ପାଇଁ ନିର୍ଭର କରିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେହିପରି ପାଣ୍ଡିଆନଙ୍କ ଯୋଗୁ ବିଜେଡିର ଏହି ବିପର୍ଯ୍ୟୟ । ଯଦି ବିଜେଡି ପାଣ୍ଡିଆନଙ୍କୁ ଜାବୁଡ଼ି ଧରେ ତେବେ ଦଳ ଆହୁରି ତଳକୁ ତଳକୁ ଯିବ ବୋଲି କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Interview
ଚାରିଆଡ଼େ ଖୋଜିଲେ, କିନ୍ତୁ ନବୀନଙ୍କ ବିକାଶ ପାଇଲେନି
କଥା କଥାରେ ଲତିକାଙ୍କୁ ତେରଚ୍ଛା ବାଣ ମାରିଲେ ମନ୍ତ୍ରୀ ।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’