ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥର ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଜୁନ୍ ୪ ବର୍ତ୍ତମାନର ଓଡ଼ିଶା ସରକାରଙ୍କ ଏକ୍ସପାରୀ ତାରିଖ। ଓଡ଼ିଶାରେ ଜୁନ୍ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ଖବର ସରବରାହ ସଂସ୍ଥା ANIକୁ ଦେଇଥିବା ସ୍ୱତନ୍ତ୍ର ସାକ୍ଷାତକାରରେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶା ଏକ ସମୃଦ୍ଧ ରାଜ୍ୟ। ପ୍ରାକୃତିକ ସମ୍ପଦ ଭରପୂର ରହିଛି, ତଥାପି ରାଜ୍ୟର ଲୋକେ ଗରିବ ହୋଇ ରହିଯାଇଛନ୍ତି ଯାହା ଦୁଃଖର ବିଷୟ। ଏଥିପାଇଁ ରାଜ୍ୟ ସରକାର ଦାୟୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Interview
ଚାରିଆଡ଼େ ଖୋଜିଲେ, କିନ୍ତୁ ନବୀନଙ୍କ ବିକାଶ ପାଇଲେନି
କଥା କଥାରେ ଲତିକାଙ୍କୁ ତେରଚ୍ଛା ବାଣ ମାରିଲେ ମନ୍ତ୍ରୀ ।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’