Advertisment

୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି: ପ୍ରଧାନମନ୍ତ୍ରୀ ମୋଦି

'ଓଡ଼ିଶା ଏକ ସମୃଦ୍ଧ ରାଜ୍ୟ। ପ୍ରାକୃତିକ ସମ୍ପଦ ଭରପୂର ରହିଛି, ତଥାପି ରାଜ୍ୟର ଲୋକେ ଗରିବ ହୋଇ ରହିଯାଇଛନ୍ତି ଯାହା ଦୁଃଖର ବିଷୟ।'

Advertisment

ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥର ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଜୁନ୍ ୪ ବର୍ତ୍ତମାନର ଓଡ଼ିଶା ସରକାରଙ୍କ ଏକ୍ସପାରୀ ତାରିଖ। ଓଡ଼ିଶାରେ ଜୁନ୍ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ଖବର ସରବରାହ ସଂସ୍ଥା ANIକୁ ଦେଇଥିବା ସ୍ୱତନ୍ତ୍ର ସାକ୍ଷାତକାରରେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶା ଏକ ସମୃଦ୍ଧ ରାଜ୍ୟ। ପ୍ରାକୃତିକ ସମ୍ପଦ ଭରପୂର ରହିଛି, ତଥାପି ରାଜ୍ୟର ଲୋକେ ଗରିବ ହୋଇ ରହିଯାଇଛନ୍ତି ଯାହା ଦୁଃଖର ବିଷୟ। ଏଥିପାଇଁ ରାଜ୍ୟ ସରକାର ଦାୟୀ। 

Advertisment
Odisha Bjp PM Modi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe