ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ବାସଭବନରେ ଭଙ୍ଗାରୁଜା ନେଇ ବିସ୍ଫୋରକ ବୟାନ ଦେଲେ ପୂର୍ବତନ ବରିଷ୍ଠ ପ୍ରଶାସକ ପ୍ରସନ୍ନ ମିଶ୍ର। ସେ କହିଛନ୍ତି, ଆଇନ ଅନୁସାରେ ସରକାରୀ ସମ୍ପତ୍ତି ଭାଙ୍ଗିବା ଏକ ଅପରାଧ, ଏଥିପାଇଁ ତାଙ୍କ ବିରୋଧରେ କ୍ରିମିନାଲ କେସ୍ ମଧ୍ୟ ହୋଇପାରେ। ଘର ନିର୍ମାଣ ପାଇଁ ଟଙ୍କା କୁଆଡୁ ଆସିଲା, ତା'ର ହିସାବ ପ୍ରଣବ ପ୍ରକାଶ ଦାସଙ୍କୁ ମଧ୍ୟ ଦେବାକୁ ପଡ଼ିବ। ଏ ନେଇ ଆମର ସ୍ବତନ୍ତ୍ର ସାକ୍ଷାତକାର କାର୍ଯ୍ୟକ୍ରମରେ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି ପୂର୍ବତନ ବରିଷ୍ଠ ପ୍ରଶାସକ ପ୍ରସନ୍ନ ମିଶ୍ର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Interview
କାହିଁକି ବାବାଙ୍କୁ ଛୁଇଁ ପାରିନି ରୋଗ?
ବାବା ଶିବାନନ୍ଦଙ୍କୁ ଦେଖି ଚମକି ପଡ଼ିଥିଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
Interview
ଚାରିଆଡ଼େ ଖୋଜିଲେ, କିନ୍ତୁ ନବୀନଙ୍କ ବିକାଶ ପାଇଲେନି
କଥା କଥାରେ ଲତିକାଙ୍କୁ ତେରଚ୍ଛା ବାଣ ମାରିଲେ ମନ୍ତ୍ରୀ ।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’