ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ବଦଳିଲେ ୧୬୦ଜଣ ଅତିରିକ୍ତ ତହସିଲଦାର

୧୬୦ଜଣ ଓଆରଏସ୍ ଅଫିସରଙ୍କୁ ବିଭିନ୍ନ ସ୍ଥାନରେ ଆସିଷ୍ଟାଣ୍ଟ କଲେକ୍ଟର, ଅତିରିକ୍ତ ତହସିଲଦାର ଓ ମ୍ୟୁନିସପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି ।

Loka Seva Bhaban PhotoOR

ଲୋକସେବା ଭବନ

Ordigital Desk
  • Published: Tuesday, 17 October 2023
  • Updated: 17 October 2023, 07:53 PM IST

ଜାତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ୧୬୦ଜଣ ଅତିରିକ୍ତ ତହସିଲଦାରଙ୍କ ବଦଳି କରିଛନ୍ତି । ନିର୍ବାଚନ କମିଶନଙ୍କ ଦ୍ୱାରା ଜାରି ବଦଳି ଓ ନିଯୁକ୍ତି ନୀତି ଆଧାରରେ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଓଡ଼ିଶା ରାଜସ୍ୱ ସେବାର ୧୬୦ଜଣ ଅଫିସରଙ୍କ ବଦଳି ହୋଇଛି ।

ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବିଭିନ୍ନ ତହସିଲରେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟରତ ୧୬୦ଜଣ ଓଆରଏସ୍ ଅଫିସରଙ୍କୁ ବିଭିନ୍ନ ସ୍ଥାନରେ ଆସିଷ୍ଟାଣ୍ଟ କଲେକ୍ଟର, ଅତିରିକ୍ତ ତହସିଲଦାର ଓ ମ୍ୟୁନିସପାଲଟି କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି ।

Also Read

ଏହି ସମସ୍ତ ଓଆରଏସ୍ ଅଫିସରଙ୍କୁ ବିଭାଗ ପକ୍ଷରୁ ଆଜି ଅପରାହ୍ନରେ ସେମାନେ କାର୍ଯ୍ୟ କରୁଥିବା ସ୍ଥାନରୁ ରିଲିଭ୍ କରାଯାଇଛି । ନୂଆ ସ୍ଥାନରେ ଅକ୍ଟୋବର ୨୫ତାରିଖ ସୁଦ୍ଧା ଯୋଗ ଦେବାକୁ ଏହି ଅଫିସରମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଯାହାଫଳରେ ସେମାନେ ଅକ୍ଟୋବର ୨୭ତାରିଖରୁ ଆରମ୍ଭ ହେଉଥିବା  ଫଟୋ ଇଲେକ୍ଟ୍ରୋରାଲ ରୋଲ୍ ସ୍ୱତନ୍ତ୍ର ସଂଶୋଧନ କାର୍ଯ୍ୟରେ ନିୟୋଜିତ ହୋଇପାରିବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

ସୂଚନାଯୋଗ୍ୟ, ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା ଅଫିସରମାନଙ୍କ ବଦଳି ପାଇଁ ନିର୍ବାଚନ କମିଶନ ଗାଇଡଲାଇନ୍ ଜାରି କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story