ଓଏଏସ୍ ବଦଳି: ବିମଳେନ୍ଦୁ ରାୟ ଓମଫେଡ୍ ପରିଚାଳନା ନିର୍ଦ୍ଦେଶକ

ବରିଷ୍ଠ ଓଏଏସ୍ ବିମଳେନ୍ଦୁ ରାୟଙ୍କୁ ଓମଫେଡ୍ ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି।

Loka Seva Bhavan PhotoOR

Loka Seva Bhavan

Ordigital Desk
  • Published: Monday, 29 January 2024
  • Updated: 29 January 2024, 10:51 PM IST

Sports

Latest News

ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ବଦଳି କରିଛନ୍ତି । ବରିଷ୍ଠ ଓଏଏସ୍ ବିମଳେନ୍ଦୁ ରାୟଙ୍କୁ ଓମଫେଡ୍ ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀ ରାୟ ଏବେ ଏକ୍ସପୋର୍ଟ ପ୍ରମୋସନ ଆଣ୍ଡ ମାର୍କେଟିଂ(ପିଇପିଏମ)ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ଯୁଗ୍ମ ସଚିବ ଭବାନୀ ପ୍ରସାଦ ମିଶ୍ରଙ୍କୁ ବ୍ରହ୍ମପୁର ମହାନଗର ନିଗମର କମିଶନର ଭାବେ ବଦଳି ହୋଇଛି ।
ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ପୁରୀ ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ପ୍ରଦୀପ କୁମାର ସାହୁ(କ)ଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଅତିରିକ୍ତ ପ୍ରଶାସକ ଭାବେ ବଦଳି ହୋଇଛି । ସେହିପରି ସମ୍ବଲପୁରର ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ(ଖ)ଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ବରଗଡ଼ର ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରାଙ୍କୁ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ, ଭବାନୀ ପ୍ରସାଦ ମିଶ୍ରଙ୍କୁ ବ୍ରହ୍ମପୁର ମହାନଗର ନିଗମର କମିଶନର ଭାବେ ବଦଳି ହୋଇଛି ।

Also Read

ବ୍ରହ୍ମପୁର ମହାନଗର ନିଗମର ଅତିରିକ୍ତ କମିଶନର ସମ୍ବିତ କୁମାର ରାଉତଙ୍କୁ ବ୍ରହ୍ମପୁରସ୍ଥିତ ଗଞ୍ଜାମ-କୋରାପୁଟ ପ୍ରମୁଖ ବନ୍ଦୋବସ୍ତର ବନ୍ଦୋବସ୍ତ ଅଧିକାରୀ ଭାବେ ବଦଳି ହୋଇଛି । ଓଡିଶା ଷ୍ଟାଫ ସିଲେକ୍ସନ କମିଶନରେ ଯୁଗ୍ମ ସଚିବ ଶରତ ଚନ୍ଦ୍ର ବେହେରାଙ୍କୁ ପୁରୀ ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଛି ।
ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ମହେନ୍ଦ୍ର ମହାପାତ୍ରଙ୍କୁ ବରଗଡ଼ର ଅତିରିକ୍ତ ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ବ୍ରହ୍ମପୁର ମହାନଗର ନିଗମର ଅତିରିକ୍ତ କମିଶନର ରମେଶ ହାସଦାଙ୍କୁ ବ୍ରହ୍ମପୁର ଉନ୍ନୟନ ପ୍ରାଧିକରଣର ସଚିବ ଭାବେ ବଦଳି ହୋଇଛି । ଭୁବନେଶ୍ୱର ଇଡକୋ ଲ୍ୟାଣ୍ଡ ଅଫିସର ସମ୍ବିତ କୁମାର ଗଡ଼ନାୟକଙ୍କୁ ସମ୍ବଲପୁର ଅତିରିକ୍ତ ଜିଲ୍ଲାପାଳ, କୁଚିଣ୍ଡା ଅତିରିକ୍ତ ଉପଜିଲ୍ଲାପାଳ ହେମସାଗର ଭୋଇଙ୍କୁ କୁଚିଣ୍ଡା ଉପଜିଳ୍ଲାପାଳ ଭାବେ ବଦଳି ହୋଇଛି । ସେହିପରି ପାପଡ଼ାହାଣ୍ଡି ବିଡିଓ ଦୁର୍ଯ୍ୟୋଧନ ଭୋଇଙ୍କୁ ମାଲକାନଗିରି ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି ।
ସୂଚନାଯୋଗ୍ୟ, ଗତ ଦୁଇଦିନ ତଳେ ରାଜ୍ୟ ସରକାର ୧୧୧ଜଣ ଓଏଏସ୍ ଅଫିସରଙ୍କ ବଦଳି କରିଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story