ଭୁବନେଶ୍ୱର ମହାନଗର ନିଗମ ପାଇଁ ୪୧୬ଟି ନୂଆ ପଦବୀକୁ ଅନୁମୋଦନ

ପୂର୍ବରୁ ବିଏମ୍‌ସିର ପ୍ରଶାସନିକ କ୍ଷେତ୍ରରେ ଗୋଟିଏ ଆଡିସନାଲ କମିଶନର ପଦବୀ ଥିବାବେଳେ, ବର୍ତ୍ତମାନ ଆଉ ୩ଟି ଆଡିସନାଲ କମିଶନର ପଦବୀ ସୃଷ୍ଟି କରାଯାଇଛି। ଫଳରେ ଆଡିସନାଲ କମିଶନର ପଦବୀ ସଂଖ୍ୟା ୪କୁ ବୃଦ୍ଧି ପାଇଛି।

BMC Office

ବିଏମ୍‌ସି ଅଫିସ

Jitendra Garnayak
  • Published: Friday, 25 August 2023
  • Updated: 25 August 2023, 04:11 PM IST

Sports

Latest News

ଭୁବନେଶ୍ୱର ମହାନଗର ନିଗମ (BMC) ପାଇଁ ୪୧୬ଟି ନୂତନ ପଦବୀକୁ ମିଳିଛି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ। ପୂର୍ବରୁ ବିଏମ୍‌ସିରେ ଥିଲା ୨୧୦ଟି ପଦବୀ। ବର୍ତ୍ତମାନ ସମୁଦାୟ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଛି।

ପୂର୍ବରୁ ବିଏମ୍‌ସିର ପ୍ରଶାସନିକ କ୍ଷେତ୍ରରେ ଗୋଟିଏ ଆଡିସନାଲ କମିଶନର ପଦବୀ ଥିବାବେଳେ, ବର୍ତ୍ତମାନ ଆଉ ୩ଟି ଆଡିସନାଲ କମିଶନର ପଦବୀ ସୃଷ୍ଟି କରାଯାଇଛି। ଫଳରେ ଆଡିସନାଲ କମିଶନର ପଦବୀ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ସେହିପରି ୬ଟି ନୂତନ ଜୋନାଲ କମିଶନର ପଦବୀ ସୃଷ୍ଟି କରାଯାଇଛି।

ପୂର୍ବରୁ ୩ଟି ଡେପୁଟି କମିଶନର ପଦବୀ ଥିବାବେଳେ ଏବେ ୧୩ଟି ନୂତନ ପଦବୀ ସୃଷ୍ଟି କରାଯାଇଛି। ଫଳରେ ସମୁଦାୟ ଡେପୁଟି କମିଶନର ପଦବୀ ସଂଖ୍ୟା ୧୬କୁ ବୃଦ୍ଧି କରାଯାଇଛି। ପୂର୍ବରୁ ୪ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ଥିବାବେଳେ ଏବେ ଆଉ ୯ଟି ନୂଆ ପଦବୀ ସୃଷ୍ଟି କରାଯାଇଛି। ଫଳରେ ପରିମଳ ଆସିଷ୍ଟାଣ୍ଟ କମିଶନ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି।

ବିଏମ୍‌ସିର ଅର୍ଥ ବିଭାଗରେ ୧୧ଟି ନୂତନ ପଦବୀ ସୃଷ୍ଟି କରାଯାଇଥିବା ବେଳେ ଯୋଜନା ବିଭାଗରେ ୪ଟି ନୂତନ ପଦବୀ ସୃଷ୍ଟି କରାଯାଇଛି । ଇଂଜିନିୟରିଂ (ୱାର୍କ୍ସ) ବିଭାଗରେ ୧୭ଟି ନୂତନ ପଦବୀ, ପରିମଳ (ଇଂଜିନିୟରିଂ) ବିଭାଗରେ ୫ଟି, ଡ୍ରେନେଜ ବିଭାଗରେ ୨୦ଟି, ମେକାନିକାଲ ବିଭାଗରେ ୨ଟି, ଆଇନ ବିଭାଗରେ ଗୋଟିଏ, ଲୋକସଂପର୍କ ବିଭାଗରେ ୨ଟି, ସୌନ୍ଦର୍ଯ୍ୟକରଣ ଓ ଲ୍ୟାଣ୍ଡ ସ୍କେପିଂ ବିଭାଗରେ ୭ଟି, ପ୍ରାଣୀକଲ୍ୟାଣ ବିଭାଗରେ ୪ଟି, ସାମାଜିକ କଲ୍ୟାଣ ବିଭାଗରେ ୧୩ଟି, ବିପର୍ଯ୍ୟୟ ଓ ଜରୁରୀ ସେବା ବିଭାଗରେ ଗୋଟିଏ, ଏନ୍‌ଫୋର୍ସମେଣ୍ଟ ବିଭାଗରେ ୧୯ଟି, ଅମଲା ବିଭାଗରେ ୯୩ଟି ଏବଂ ୱାର୍ଡ ଅଫିସ ବିଭାଗରେ ୧୮୭ଟି ନୂତନ ପଦବୀ ସୃଷ୍ଟି କରାଯାଇଛି।

ଇଂଜିନିୟରିଂ (ୱାର୍କ୍ସ) ବିଭାଗରେ ପୂର୍ବରୁ ୨ଟି ସିଭିଲ କାର୍ଯ୍ୟନିର୍ବାହୀ ଅଧିକାରୀ ଥିବାବେଳେ ଏହାକୁ ୬କୁ ବୃଦ୍ଧି କରାଯାଇଛି । ସେହିପରି ସହକାରୀ କାର୍ଯ୍ୟନିର୍ବାହୀ ଅଧିକାରୀ ପଦବୀକୁ ୭ ରୁ ୧୩କୁ ବୃଦ୍ଧି କରାଯାଇଛି ଏବଂ ସିଭିଲ ଜୁନିଅର ଇଂଜିନିୟରିଂ ପଦବୀ ସଂଖ୍ୟାକୁ ୧୭ରୁ ୨୪କୁ ବୃଦ୍ଧି କରାଯାଇଛି।

ପରିମଳ (ଇଂଜିନିୟରିଂ) ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ହୋଇଥିବାରୁ ଏଥିରେ ୫ଟି ନୂତନ ପଦବୀ ସୃଷ୍ଟି କରାଯାଇଛି। ଏଥିରେ ଗୋଟିଏ କାର୍ଯ୍ୟନିର୍ବାହୀ ଅଧିକାରୀ (ପରିମଳ), ଗୋଟିଏ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ (ପରିମଳ) ଓ ୩ଟି ଜୁନିଅର ଇଂଜିନିୟର (ପରିମଳ) ଅନ୍ତର୍ଭୁକ୍ତ।

Also Read

ଡ୍ରେନେଜ ବିଭାଗରେ ୨୦ଟି ନୂତନ ପଦବୀ ସୃଷ୍ଟି କରାଯାଇଥିବା ବେଳେ ଏଥିରେ ଗୋଟିଏ କାର୍ଯ୍ୟନିର୍ବାହୀ ଅଧିକାରୀ, ୭ଟି ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ୧୨ଟି ଜୁନିଅର ଇଂଜିନିୟର ପଦବୀ ରହିଛି।

ୱାର୍ଡ ପରିଚାଳନା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ହୋଇଥିବାରୁ ୧୮୭ଟି ପଦବୀ ନୂତନ ପଦବୀ ସୃଷ୍ଟି କରାଯାଇଛି। ପୂର୍ବରୁ ଏଥିରେ ୮୧ଟି ପଦବୀ ଥିଲା। ବର୍ତ୍ତମାନ ଏଥିରେ ସମୁଦାୟ ପଦବୀ ସଂଖ୍ୟା ୨୬୮ ହେଲା ।

ପୂର୍ବରୁ ୱାର୍ଡ ଅଫିସର ପଦବୀ ନ ଥିବା ବେଳେ, ଏବେ ୬୭ଟି ନୂଆ ୱାର୍ଡ ଅଫିସର ପଦବୀ ସୃଷ୍ଟି କରାଯାଇଛି। ସେହିପରି ୱାର୍ଡ ରେଭେନ୍ୟୁ ଅଫିସର (ଟ୍ୟାକ୍‌ସ କଲେକ୍ଟର) ପଦବୀ ସଂଖ୍ୟା ୫୦ ଥିବାବେଳେ ଏହା ୬୭କୁ ବୃଦ୍ଧି ପାଇଛି। ସାନିଟାରୀ ଇନ୍‌ସପେକ୍ଟର ପଦବୀ ସଂଖ୍ୟା ୬ଟି ଥିବାବେଳେ, ଏବେ ୬୧ଟି ନୂଆ ପଦବୀ ଯୋଗ କରାଯାଇଛି । ସେହିପରି କମ୍ୟୁନିଟି ଅର୍ଗାନାଇଜର ପଦବୀ ସଂଖ୍ୟା ୨୫ରୁ ୬୭କୁ ବୃଦ୍ଧି କରାଯାଇଛି।

ଭୁବନେଶ୍ୱର ମହାନଗର ନିଗମ ହେଉଛି ରାଜ୍ୟର ସବୁଠାରୁ ବଡ଼ ସ୍ୱାୟତ୍ତ ଶାସନ ଅନୁଷ୍ଠାନ। କ୍ରମବର୍ଦ୍ଧିଷ୍ଣୁ ଲୋକସଂଖ୍ୟାକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଏହାର ଦାୟିତ୍ୱ ନିୟମିତ ଭାବେ ବଢିଚାଲିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମହାନଗର ନିଗମ ପାଇଁ ୪୧୬ଟି ଅତିରିକ୍ତ ପଦବୀ ମଞ୍ଜୁର କରିଛନ୍ତି। ଏହାଦ୍ୱାରା ନିଗମ ଅଧିକ ଦକ୍ଷ ଓ କ୍ରିୟାଶୀଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story