୨୦୨୪ ବର୍ଷ ପାଇଁ ଛୁଟି ତାଲିକା: ରାଜ୍ୟ କର୍ମଚାରୀଙ୍କୁ ମିଳିବ ଅଧିକ ଛୁଟି

ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ଆଜି ଛୁଟି ତାଲିକା ଜାରି ହୋଇଛି ।

Lokaseva Bhaban PhotoOR

ଲୋକସେବା ଭବନ

Ordigital Desk
  • Published: Tuesday, 07 November 2023
  • Updated: 07 November 2023, 09:47 PM IST

ଓଡ଼ିଶା ସରକାର ଆଜି ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ସରକାରୀ ଛୁଟି ତାଲିକା ଜାରି କରିଛନ୍ତି । ୨୦୨୪ କ୍ୟାଲେଣ୍ଡର ବର୍ଷରେ ୩୦ଟି ଛୁଟି ଦିବସ ରହିଛି । ଚଳିତ ୨୦୨୩ କ୍ୟାଲେଣ୍ଡର ବର୍ଷରେ ୨୭ଟି ସରକାରୀ ଛୁଟିଦିବସ ରହିଛି । ଦ୍ୱିତୀୟ ଶନିବାର ଓ ରବିବାରରେ ୫ଟି ଛୁଟିଦିନ ପଡ଼ିଛି । ସେହିପରି ରବିବାର ଓ ଶନିବାରରେ ୩ଟି ଇଚ୍ଛାଧୀନ ଛୁଟିଦିନ ପଡ଼ିଛି ।

ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ଆଜି ଛୁଟି ତାଲିକା ଜାରି ହୋଇଛି । ତାଲିକାରେ ୩୦ଟି ସରକାରୀ ଛୁଟି ଦିବସ ଓ ୬ଟି ଇଚ୍ଛାଧୀନ ଛୁଟି ଦିବସ ରହିଛି । କର୍ମଚାରୀମାନେ ଏହି ୬ଟି ଇଚ୍ଛାଧୀନ ଛୁଟି ମଧ୍ୟରୁ ଗୋଟିଏ ଦିନ ନିଜ ସୁବିଧା ଅନୁସାରେ ଛୁଟି ନେଇପାରିବେ ।

ଜାନୁୟାରୀ ୧୭ରେ ଗୁରୁଗୋବିନ୍ଦ ସିଂଙ୍କ ଜନ୍ମଦିନ, ଜାନୁୟାରୀ ୨୫ରେ ବ୍ରାହ୍ମସମାଜ ପ୍ରତିଷ୍ଠା ଦିବସ, ମାର୍ଚ୍ଚ ୩୦ରେ ଇଷ୍ଟର ଶନିବାର, ମେ’ ୨୨ରେ ରାଜା ରାମମୋହନ ରାୟ ଜନ୍ମଦିନ, ଜୁଲାଇ ୧୫ରେ ବାହୁଡ଼ା ଯାତ୍ରା ଓ ଡିସେମ୍ବର ୨୪ରେ ଖ୍ରୀଷ୍ଟମାସ ପର୍ବକୁ ଇଚ୍ଛାଧୀନ ଛୁଟି ଭାବେ ସରକାର ଘୋଷଣା କରିଛନ୍ତି ।

ସେହିପରି ୨୦୨୪ ମସିହାରେ ଏପ୍ରିଲ ୭ ରବିବାରରେ ‘ସବ୍‌-ଇ-କଦର’ , ନଭେମ୍ବର ୧୦ ରବିବାରରେ ଅଁଳାନବମୀ ଓ ନଭେମ୍ବର ୨୩ ଚତୁର୍ଥ ଶନିବାରରେ ପ୍ରଥମାଷ୍ଟମୀ ପଡ଼ୁଥିବାରୁ ଏହି ସବୁ ଇଚ୍ଛାଧୀନ ଛୁଟି ପ୍ରଭାବିତ ହୋଇଛି ।

Also Read

ରବିବାର ଏପ୍ରିଲ ୧୪ରେ ମହାବିଷୁବ ସଂକ୍ରାନ୍ତି, ଜୁଲାଇ ୭ ରବିବାର ରଥଯାତ୍ରା, ସେପ୍ଟେମ୍ବର ୮ରେ ରବିବାରରେ ନୂଆଖାଇ, ଅକ୍ଟୋବର ୧୨ରେ ଦ୍ୱିତୀୟ ଶନିବାର ମହାନବମୀ ଓ ଅକ୍ଟୋବର ୧୩ ରବିବାର ବିଜୟାଦଶମୀ ପଡ଼ୁଛି । ଏସବୁ ଦିନଗୁଡ଼ିକ ସାଧାରଣତଃ ଛୁଟି ଦିବସ ଘୋଷଣା ହୋଇଥାଏ ।

ଏହି ଛୁଟିଦିନଗୁଡ଼ିକୁ ବାଦ୍ ଦେଲେ ରାଜ୍ୟ କର୍ମଚାରୀମାନଙ୍କୁ ୪୬ଟି ରବିବାର ଓ ୨୨ଟି ଦ୍ୱିତୀୟ ଓ ଚତୁର୍ଥ ଶନିବାର ଭାବେ ଛୁଟିଦିନ ମିଳିବ । ଅର୍ଥାତ୍ ସରକାରୀ କର୍ମଚାରୀଙ୍କୁ ମୋଟ ଉପରେ ୩୦ଟି ସରକାରୀ ଛୁଟିଦିନ, ଗୋଟିଏ ଇଚ୍ଛାଧୀନ ଛୁଟି ସମେତ ରବିବାର ଓ ଶନିବାର(ଦ୍ୱିତୀୟ ଓ ଚତୁର୍ଥ)ରେ ୬୮ଟି ଛୁଟିଦିନ ମିଶାଇ ମୋଟ ଉପରେ ୯୯ଟି ଛୁଟିଦିନ ମିଳିବ ।

ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ଅନ୍ୟ ଏକ ବିଜ୍ଞପ୍ତିରେ ରାଜ୍ୟରେ ଥିବା ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ ସଂସ୍ଥାଗୁଡ଼ିକ ନିମନ୍ତେ ୨୦ଟି ସରକାରୀ ଛୁଟି ଦିବସ ଘୋଷଣା କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story