ଝୁଲିଲା ଭାଗ୍ୟ, ଲଟକିଲା ଚାକିରୀ ଆଶା। ହାଇକୋର୍ଟଙ୍କ ରାୟ ପରେ ଖୁସି ହେଲେ ସିନା ହେଲେ କେବେ ମିଳିବ ନିଯୁକ୍ତି, କେବେ ଶେଷ ହେବ ପୁରା ପ୍ରକ୍ରିୟା ତାକୁ ନେଇ ଦ୍ୱନ୍ଦ୍ୱରେ କନିଷ୍ଠ ଶିକ୍ଷକ ଆଶାୟୀ। କାହିଁକି ନା ଯେହେତୁ ମୁଣ୍ଡ ଉପରେ ନିର୍ବାଚନ କେତେବେଳେ ବି ତାରିଖ ଘୋଷଣା ହୋଇପାରେ ତେଣୁ ନିକଟ ଭବିଷ୍ୟତରେ ନିଯୁକ୍ତି ଆଶା କମ । ହୁଏତ ଯଦି ପୁରା ପ୍ରକ୍ରିୟା ଠିକ ଭାବରେ ହୋଇଥାଆନ୍ତା ତେବେ ନିର୍ବାଚନ ପୂର୍ବରୁ ନିଯୁକ୍ତି ପତ୍ର ମିଳି ଯାଇଥାଆନ୍ତା । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Jobs
ନିଯୁକ୍ତି ଆୟୋଗ ଅଧ୍ୟକ୍ଷମାନଙ୍କ ସହ ବୈଠକ: ସରକାରଙ୍କ ଟାର୍ଗେଟ୍ ୫ ବର୍ଷରେ ଦେଢ଼ଲକ୍ଷ ପଦବୀ ପୂରଣ
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦେବା ସହ ଅତ୍ୟାବଶ୍ୟକ ସେବା ଯୋଗାଉଥିବା ବିଭାଗଗୁଡ଼ିକ ଯଥା- ସ୍ୱାସ୍ଥ୍ୟ, ଗୃହ, ଶିକ୍ଷା ଓ କୃଷି ବିଭାଗରେ ଖାଲି ପଡ଼ିଥିବା ପଦବୀଗୁଡ଼ିକୁ ଯଥାଶୀଘ୍ର ପୂରଣ ପାଇଁ ପରାମର୍ଶ ଦେଇଛନ୍ତି।
Miscellaneous
ପୁଲିସ୍ ଡ୍ରାଇଭର ନିଯୁକ୍ତିରେ ସର୍ବାଧିକ ବୟସସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଗତ ଅକ୍ଟୋବର ୭ ତାରିଖରେ ଓଡ଼ିଶା ପୁଲିସରେ ୪୦୫ଟି ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ପୁଲିସ ସିଲେକ୍ସନ ବୋର୍ଡ଼ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।