କିଏ ସେ ଦଲାଲ୍ ? | Odisha Reporter
Advertisment
ରାଜ୍ୟ ସରକାରଙ୍କ ନିଯୁକ୍ତି ସଂସ୍ଥା ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ଦ୍ୱାରା ଜେଇ ସିଭିଲ ମେନ୍ ପରୀକ୍ଷାରେ ଅନିୟମିତତା ଅଭିଯୋଗର ପ୍ରମାଣ ମିଳିବା ପରେ ଏହି ପରୀକ୍ଷାକୁ ବାତିଲ କରାଯାଇଛି । ଏହି ପରୀକ୍ଷା ବାତିଲକୁ ନେଇ ରାଜନୀତିକ ସରଗରମ ବୃଦ୍ଧି ପାଇଥିବାବେଳେ ଚାକିରି ଆଶାୟୀ ପରୀକ୍ଷାର୍ଥୀମାନେ ବିକ୍ଷୋଭ ପ୍ରଦର୍ଶନ କରି ନିଜର ପ୍ରତିବାଦ ଜଣାଇଛନ୍ତି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us