Advertisment

କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ଭେଟି,ବଢ଼ିଲା ମହଙ୍ଗା ଭତ୍ତା

ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ।

ଅଦ୍ୟତନ ହୋଇଛି
 Govt Employees

Govt Employees

Advertisment

ରାଜ୍ୟ ସରକାରୀ କର୍ମଚାରୀ ପାଇଁ ଖୁସି ଖବର। ବଢ଼ିଲା ମହଙ୍ଗା ଭତ୍ତା। ସେମାନଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।

Advertisment

୪% ବୃଦ୍ଧି ସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୬%ରୁ ୫୦%କୁ ବଢ଼ିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହା ଦ୍ୱାରା ୪.୫ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ୍‌ଭୋଗୀ ଉପକୃତ ହେବେ।

ସୂଚନାଯୋଗ୍ୟ,ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତେଙ୍କୁ ଖୁସି କରିବାରେ ଲାଗିପଡ଼ିଛନ୍ତି ନବୀନ। କେତେବଳେ ଦରମା ବୃଦ୍ଧି କରୁଛନ୍ତି ଆଉ କେତେବେଳେ ସ୍ୱାସ୍ଥ୍ୟବୀମା ରାଶି ପରିମାଣ ବୃଦ୍ଧି କରୁଛନ୍ତି। ଆଜି ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି।

Advertisment
Bhubaneswar Govt Employees
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe