Advertisment

ସଂଘର୍ଷର କାହାଣୀ କହିଲେ ଦ୍ୱିତୀୟ IAS ଟପ୍ପର ଅନିମେଶ ପ୍ରଧାନ

ଆଦିତ୍ୟ ଶ୍ରୀବାସ୍ତବ IAS ଟପ୍ପର ହୋଇଥିବା ବେଳେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ଓଡିଆ ପୁଅ ଅନିମେଶ ପ୍ରଧାନ। ଏହି ସଫଳତା ପାଇବା ପାଇଁ ଅନିମେଶ ଯେଉଁ ତ୍ୟାଗ ଓ ସଘର୍ଷ କରିଛନ୍ତି ତାହା ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ।

Advertisment

ସର୍ବଭାରତୀୟ ପ୍ରଶାସନିକ ସେବା UPSC, ୨୦୨୩ ପରୀକ୍ଷା ଫଳ ପ୍ରକାଶ ପାଇଛି। ଆଦିତ୍ୟ ଶ୍ରୀବାସ୍ତବ IAS ଟପ୍ପର ହୋଇଥିବା ବେଳେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ଓଡିଆ ପୁଅ ଅନିମେଶ ପ୍ରଧାନ। ଏହି ସଫଳତା ପାଇବା ପାଇଁ ଅନିମେଶ ଯେଉଁ ତ୍ୟାଗ ଓ ସଘର୍ଷ କରିଛନ୍ତି ତାହା ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ମାଆଙ୍କର କ୍ୟାନ୍ସର ଟ୍ରିଟମେଣ୍ଟ ଭିତରେ ସମୟ ବାହାର କରି ପାଠ ପଢ଼ିବା ଏବଂ ରେଜଲ୍ଟ ବାହାରିବାର ଠିକ୍ ଗୋଟେ ମାସ ପୂର୍ବରୁ ମାଆଙ୍କ ଦେହାନ୍ତ ତାଙ୍କ ପାଇଁ ସବୁଠୁ କଠିନ ସମୟ ଥିଲା । ଶୁଣନ୍ତୁ ତାଙ୍କ ମୁହଁରୁ ତାଙ୍କ ସଫଳତା ପଛର ସଂଘର୍ଷର କାହାଣୀ ।

Advertisment
UPSC Result Ias Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe