\'ନିଜର ଯୁଦ୍ଧ ନିଜକୁ ଲଢ଼ିବାକୁ ହେବ\' | Odisha Reporter
ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ(ଓଜେଏସ୍) ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି । ଏଥିରେ ମୋଟ ୫୫ଜଣ କୃତକାର୍ଯ୍ୟ ହୋଇଛନ୍ତି ଓ ପ୍ରଥମ ୧୦ଜଣଙ୍କ ମଧ୍ୟରେ ୮ଜଣ ମହିଳା ପ୍ରାର୍ଥୀ ରହିଛନ୍ତି । ଓଜେଏସ୍ ପରୀକ୍ଷାରେ ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି ଶୁଶ୍ରିତା ମିଶ୍ର। ତେବେ ନିଜର ସଫଳତା ବିଷୟରେ ସୁଶ୍ରିତା କଣ କହିଛନ୍ତି ଶୁଣନ୍ତୁ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
