Advertisment

ପ୍ରକାଶ ପାଇଲା ଓଜେଏସ୍ ପରୀକ୍ଷା ଫଳ, ଶୁଶ୍ରିତା ମିଶ୍ର ଟପ୍ପର

ଏଥିରେ ମୋଟ ୫୫ଜଣ କୃତକାର୍ଯ୍ୟ ହୋଇଛନ୍ତି ଓ ପ୍ରଥମ ୧୦ଜଣଙ୍କ ମଧ୍ୟରେ ୮ଜଣ ମହିଳା ପ୍ରାର୍ଥୀ ରହିଛନ୍ତି ।

Advertisment

ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ(ଓଜେଏସ୍‌) ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି । ଏଥିରେ ମୋଟ ୫୫ଜଣ କୃତକାର୍ଯ୍ୟ ହୋଇଛନ୍ତି ଓ ପ୍ରଥମ ୧୦ଜଣଙ୍କ ମଧ୍ୟରେ ୮ଜଣ ମହିଳା ପ୍ରାର୍ଥୀ ରହିଛନ୍ତି । ଓଜେଏସ୍‌ ପରୀକ୍ଷାରେ ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି ଶୁଶ୍ରିତା ମିଶ୍ର। ତେବେ ନିଜର ସଫଳତା ବିଷୟରେ ସୁଶ୍ରିତା କଣ କହିଛନ୍ତି ଶୁଣନ୍ତୁ। 

Advertisment
Odisha Opsc
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe