ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ(ଓଜେଏସ୍) ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଏଥିରେ ମୋଟ ୫୫ଜଣ କୃତକାର୍ଯ୍ୟ ହୋଇଛନ୍ତି ଓ ପ୍ରଥମ ୧୦ଜଣଙ୍କ ମଧ୍ୟରେ ୮ଜଣ ମହିଳା ପ୍ରାର୍ଥୀ ରହିଛନ୍ତି । ଶୁଶ୍ରିତା ମିଶ୍ର ଟପ୍ପର ହୋଇଛନ୍ତି ।
ଓପିଏସସି ପକ୍ଷରୁ ଜାରି ସୂଚନା ଅନୁସାରେ, ମୋଟ୍ କୃତକାର୍ଯ୍ୟ ୫୫ଜଣଙ୍କ ମଧ୍ୟରୁ ୩୯ଜଣ ମହିଳା ବା ଝିଅ । ପ୍ରଥମ ୧୦ଜଣରେ ମାତ୍ର ୨ଜଣ ପୁଅ ଥିବାବେଳେ ୮ଜଣ ଝିଅ ଅଛନ୍ତି । ପ୍ରଥମ ୧୦ଜଣଙ୍କ ମଧ୍ୟରେ ଯେଉଁମାନେ ରହିଛନ୍ତି ସେମାନେ ହେଲେ ଶୁଶ୍ରିତା ମିଶ୍ର, ନିଲିଶା ପଟ୍ଟନାୟକ,ଅନନ୍ୟା ମିଶ୍ର, ରାଣୀ ରଞ୍ଜିତା ପଟ୍ଟନାୟକ, ଲୋପାମୁଦ୍ରା ଆଚାର୍ଯ୍ୟ, ହର୍ଷିତା ମିଶ୍ର, ପ୍ରଜ୍ଞାସୁମନ ମହାପାତ୍ର, ଏସଆର ତୋଷାଳୀ, ସତ୍ୟଜିତ୍ ପାଣି ଓ ଲଳିତେନ୍ଦୁ ଦ୍ୱିବେଦୀ ।
Also Read
ସୂଚନାଯୋଗ୍ୟ, ଓପିଏସସି ପକ୍ଷରୁ ମୋଟ ୫୭ଟି ଓଜେଏସ୍ ପଦବୀ ପାଇଁ ଗତ ମେ’ ୨୧ତାରିଖରେ ପ୍ରିଲିମନାରୀ ପରୀକ୍ଷା ହୋଇଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Jobs
ପୁଲିସ୍ ଏସ୍ଆଇ ପରୀକ୍ଷା ପାଇଁ ତାରିଖ ଘୋଷଣା
ମାର୍ଚ୍ଚ ୧ ତାରିଖରୁ ଆଶାୟୀମାନେ ଡାଉନଲୋଡ୍ କରିପାରିବେ ଆଡ୍ମିଟ୍ କାର୍ଡ।

Jobs
ପ୍ରକାଶ ପାଇଲା ୨୦୨୩-OCS ପ୍ରିଲିମ ରେଜଲ୍ଟ
ଓପିଏସ୍ସିର ୱେବସାଇଟ୍ http://opsc.gov.in ରେ ଓସିଏସ୍ (ପ୍ରିଲିମ) ପରୀକ୍ଷା-୨୦୨୩ର ରେଜଲ୍ଟ ଉପଲବ୍ଧ ଅଛି।

Jobs
ମୋଦି ଗ୍ୟାରେଣ୍ଟିର ଇଫେକ୍ଟ: ମିଳିଲା ୧୬.୭୩ଲକ୍ଷ କୋଟି ଟଙ୍କାର ନିବେଶ ପ୍ରତିଶ୍ରୁତି, କିଏ ସେ ଟପ୍-୧୫ ନିବେଶକ
ମେକ୍ ଇନ୍ ଓଡ଼ିଶାର ଚତୁର୍ଥ ସଂସ୍କରଣ ‘ଉତ୍କର୍ଷ ଓଡ଼ିଶା’ କନକ୍ଲେଭ ମାଧ୍ୟମରେ ରାଜ୍ୟରେ ରେକର୍ଡ ପରିମାଣର ପୁଞ୍ଜିନିବେଶ ହେବ ।

Jobs
ଦେଢ଼ବର୍ଷ ପରେ ସରକାରଙ୍କ ମନେପଡ଼ିଲା: ଓଇଆରସି ଅଧ୍ୟକ୍ଷ ପଦବୀ ପୂରଣ ପାଇଁ ଦେଲେ ବିଜ୍ଞାପନ
ଆସନ୍ତା ଫେବୃୟାରୀ ୨୪ତାରିଖ ସୁଦ୍ଧା ନିର୍ଦ୍ଧାରିତ ଫର୍ମାଟରେ ଆବେଦନ କରିବାକୁ ବିଜ୍ଞାପନରେ ଦର୍ଶାଯାଇଛି ।

Jobs
ନିଯୁକ୍ତି ଆୟୋଗ ଅଧ୍ୟକ୍ଷମାନଙ୍କ ସହ ବୈଠକ: ସରକାରଙ୍କ ଟାର୍ଗେଟ୍ ୫ ବର୍ଷରେ ଦେଢ଼ଲକ୍ଷ ପଦବୀ ପୂରଣ
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦେବା ସହ ଅତ୍ୟାବଶ୍ୟକ ସେବା ଯୋଗାଉଥିବା ବିଭାଗଗୁଡ଼ିକ ଯଥା- ସ୍ୱାସ୍ଥ୍ୟ, ଗୃହ, ଶିକ୍ଷା ଓ କୃଷି ବିଭାଗରେ ଖାଲି ପଡ଼ିଥିବା ପଦବୀଗୁଡ଼ିକୁ ଯଥାଶୀଘ୍ର ପୂରଣ ପାଇଁ ପରାମର୍ଶ ଦେଇଛନ୍ତି।