ନସୁଧୁରିଲେ ଚାକିରି ଆଶାୟୀଙ୍କ ଭବିଷ୍ୟତ ଅନ୍ଧାର | Odisha Reporter
ଭୁଲ୍ କଲା ଓଡ଼ିଶା ଷ୍ଟାଫ୍ ସିଲେକସନ୍ କମିଟି (OSSC), ଭୋଗିବେ ପରୀକ୍ଷାର୍ଥୀ। ହାଇସ୍କୁଲର ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ବଡ଼ଧରଣର ତ୍ରୁଟି ସାମ୍ନାକୁ ଆସିଛି। ଫଳରେ ପୁଣି ଥରେ ଏହି ପରୀକ୍ଷା ହେବ ବୋଲି ଜଣାଯାଇଛି। କେତେବେଳେ ପ୍ରଶ୍ନପତ୍ର ଲିକ୍ ତ କେତେବେଳେ ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବାରୁ ହିନ୍ଦୀ ଓ ସଂସ୍କୃତ ବିଷୟ ଶିକ୍ଷକ ନିଯୁକ୍ତି ପାଇଁ ଅନୁଷ୍ଠିତ ମୁଖ୍ୟ ଲିଖିତ ପରୀକ୍ଷାକୁ ବାତିଲ୍ କରାଯାଇଛି। ଆସନ୍ତା ଡିସେମ୍ବରରେ ପୁଣି ଥରେ ପରୀକ୍ଷା କରାଯିବ ବୋଲି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ ପକ୍ଷରୁ ଜାରି କରାଯାଇଛି ବିଜ୍ଞପ୍ତି ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
