Advertisment

ନସୁଧୁରିଲେ ଚାକିରି ଆଶାୟୀଙ୍କ ଭବିଷ୍ୟତ ଅନ୍ଧାର

କେତେବେଳେ ପ୍ରଶ୍ନପତ୍ର ଲିକ୍ ତ କେତେବେଳେ ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବାରୁ ହିନ୍ଦୀ ଓ ସଂସ୍କୃତ ବିଷୟ ଶିକ୍ଷକ ନିଯୁକ୍ତି ପାଇଁ ଅନୁଷ୍ଠିତ ମୁଖ୍ୟ ଲିଖିତ ପରୀକ୍ଷାକୁ ବାତିଲ୍ କରାଯାଇଛି।

Advertisment

ଭୁଲ୍ କଲା ଓଡ଼ିଶା ଷ୍ଟାଫ୍ ସିଲେକସନ୍ କମିଟି (OSSC), ଭୋଗିବେ ପରୀକ୍ଷାର୍ଥୀ। ହାଇସ୍କୁଲର ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ବଡ଼ଧରଣର ତ୍ରୁଟି ସାମ୍ନାକୁ ଆସିଛି। ଫଳରେ ପୁଣି ଥରେ ଏହି ପରୀକ୍ଷା ହେବ ବୋଲି ଜଣାଯାଇଛି। କେତେବେଳେ ପ୍ରଶ୍ନପତ୍ର ଲିକ୍ ତ କେତେବେଳେ ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବାରୁ ହିନ୍ଦୀ ଓ ସଂସ୍କୃତ ବିଷୟ ଶିକ୍ଷକ ନିଯୁକ୍ତି ପାଇଁ ଅନୁଷ୍ଠିତ ମୁଖ୍ୟ ଲିଖିତ ପରୀକ୍ଷାକୁ ବାତିଲ୍ କରାଯାଇଛି। ଆସନ୍ତା ଡିସେମ୍ବରରେ ପୁଣି ଥରେ ପରୀକ୍ଷା କରାଯିବ ବୋଲି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ ପକ୍ଷରୁ ଜାରି କରାଯାଇଛି ବିଜ୍ଞପ୍ତି ।

Advertisment
Odisha Bhubaneswar Ossc
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe