Advertisment

୬ ଆଇପିଏସ୍‌ଙ୍କୁ DIG ଭାବେ ପଦୋନ୍ନତି

ପଦୋନ୍ନତି ପାଇଥିବା ୬ ଆଇପିଏସ୍‌ଙ୍କ ମଧ୍ୟରୁ ୩ ଜଣ କେନ୍ଦ୍ରୀୟ ଡେପୁଟେସନ୍‌ରେ ଅଛନ୍ତି।

Lokaseva Bhaban

Lokaseva Bhaban

Advertisment

ରାଜ୍ୟ ସରକାର ଆଜି ୬ ଜଣ ଆଇପିଏସ୍‌ ଅଫିସରଙ୍କୁ ପଦୋନ୍ନତି ଦେଇଛନ୍ତି। ସେମାନେ ଡିଆଇଜି ପାହ୍ୟାକୁ ଉନ୍ନୀତ ହୋଇଛନ୍ତି। ଏହି ସମସ୍ତ ଆଇପିଏସ୍ ଅଫିସର ହେଉଛନ୍ତି ୨୦୧୦ ବ୍ୟାଚ୍‌ର।

Advertisment

ଡିଆଇଜି ଭାବେ ପଦୋନ୍ନତି ପାଇଥିବା ଆଇପିଏସ୍ ଅଫିସରମାନେ ହେଉଛନ୍ତି- ମିତ୍ରଭାନୁ ମହାପାତ୍ର, ସାରା ଶର୍ମା, କନୱର ବିଶାଲ ସିଂ, ଆଶିଷ କୁମାର ସିଂହ, ପାରୁଲ ଗୁପ୍ତା ଓ ଶିବା ସୁବ୍ରମଣି।

ଏହି ୬ ଜଣଙ୍କ ମଧ୍ୟରୁ ଆଶିଷ କୁମାର ସିଂହ, ପାରୁଲ ଗୁପ୍ତା ଓ ଶିବା ସୁବ୍ରମଣି ଏବେ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି।

Advertisment
Ips
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe