ଦଶହରା ସମୟରେ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମିଳିଲା ଖୁସି ଖବର। ବଢ଼ିଲା ମହଙ୍ଗା ଭତ୍ତା। ସେମାନଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।
୪% ବୃଦ୍ଧି ସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨%ରୁ ୪୬%କୁ ବଢ଼ିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହା ଦ୍ୱାରା ୪.୫ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ୍ଭୋଗୀ ଉପକୃତ ହେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଲିସ୍ ଡ୍ରାଇଭର ନିଯୁକ୍ତିରେ ସର୍ବାଧିକ ବୟସସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଗତ ଅକ୍ଟୋବର ୭ ତାରିଖରେ ଓଡ଼ିଶା ପୁଲିସରେ ୪୦୫ଟି ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ପୁଲିସ ସିଲେକ୍ସନ ବୋର୍ଡ଼ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।
Jobs
ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା
୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।
Jobs
‘ସରକାରୀ ଚାକିରିଆଙ୍କ ଅବସର ସୀମା ୮୦ କରି ଦିଅନ୍ତୁ’
ପିଲାମାନେ ଅପେକ୍ଷା କରିଥିଲେ ନିଯୁକ୍ତି ବିଜ୍ଞପ୍ତିକୁ। ବିଜ୍ଞପ୍ତି ବାହାରିଲା। କିନ୍ତୁ ପିଲାମାନଙ୍କ ପାଇଁ ନୁହେଁ,ଅବସର କର୍ମଚାରୀଙ୍କୁ ପୁନଃନିଯୁକ୍ତି ଦେବାକୁ।
Jobs
SBIରେ ପୂରଣ ହେବ ୧୬୯ ପଦବୀ, ଇଞ୍ଜିନିୟରିଂ ପିଲାଙ୍କ ପାଇଁ ରହିଛି ସୁଯୋଗ
ସ୍ପେଶାଲ କ୍ୟାଡର ଅଫିସର ନିଯୁକ୍ତି ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି।