/odisha-reporter/media/post_attachments/uploadimage/library/16_9/16_9_0/IMAGE_1692496628.jpg)
Lokaseva Bhawan
ଦଶହରା ସମୟରେ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମିଳିଲା ଖୁସି ଖବର। ବଢ଼ିଲା ମହଙ୍ଗା ଭତ୍ତା। ସେମାନଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।
Advertisment
୪% ବୃଦ୍ଧି ସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨%ରୁ ୪୬%କୁ ବଢ଼ିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହା ଦ୍ୱାରା ୪.୫ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ୍ଭୋଗୀ ଉପକୃତ ହେବେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
