Advertisment

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦଶହରା ଉପହାର, ବଢ଼ିଲା ମହଙ୍ଗା ଭତ୍ତା

ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ।

Lokaseva Bhawan

Lokaseva Bhawan

Advertisment

ଦଶହରା ସମୟରେ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମିଳିଲା ଖୁସି ଖବର। ବଢ଼ିଲା ମହଙ୍ଗା ଭତ୍ତା। ସେମାନଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। 

Advertisment

୪% ବୃଦ୍ଧି ସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨%ରୁ ୪୬%କୁ ବଢ଼ିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହା ଦ୍ୱାରା ୪.୫ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ୍‌ଭୋଗୀ ଉପକୃତ ହେବେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe