ଶ୍ୱେତାଶ୍ରୀଙ୍କ ମୁହଁରୁ ଟପ୍ପର ହେବାର ସିକ୍ରେଟ୍ | Odisha Reporter
ଆଜି ପ୍ରକାଶ ପାଇଲା ୨୦୨୨ ମସିହାର ଓଏଏସ୍ ରେଜଲ୍ଟ। ମୋଟ୍ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍ ଟେନ୍ରେ ୫ ମହିଳା ଓ ୫ ପୁରୁଷ ରହିଛନ୍ତି। ଶ୍ୱେତାଶ୍ରୀ ମହାପାତ୍ର ଓଏଏସ୍ ଟପ୍ପର ହୋଇଛନ୍ତି। ଏହି ଅବସରରେ ସେ କଣ କହିଛନ୍ତି ଶୁଣନ୍ତୁ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
