Advertisment

‘ମୁଁ ପ୍ରତିଦିନ ୭ ରୁ ୮ ଘଣ୍ଟା ପରିଶ୍ରମ କରୁଥିଲି’

ମୋଟ୍‌ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍‌ ଟେନ୍‌ରେ ୫ ମହିଳା ଓ ୫ ପୁରୁଷ ରହିଛନ୍ତି। ଶ୍ୱେତାଶ୍ରୀ ମହାପାତ୍ର ଓଏଏସ୍‌ ଟପ୍ପର ହୋଇଛନ୍ତି।

Advertisment

ଆଜି ପ୍ରକାଶ ପାଇଲା ୨୦୨୨ ମସିହାର ଓଏଏସ୍‌ ରେଜଲ୍ଟ। ମୋଟ୍‌ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍‌ ଟେନ୍‌ରେ ୫ ମହିଳା ଓ ୫ ପୁରୁଷ ରହିଛନ୍ତି। ଶ୍ୱେତାଶ୍ରୀ ମହାପାତ୍ର ଓଏଏସ୍‌ ଟପ୍ପର ହୋଇଛନ୍ତି। ଏହି ଅବସରରେ ସେ କଣ କହିଛନ୍ତି ଶୁଣନ୍ତୁ । 

Advertisment
Odisha OAS Result Opsc
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe