ଦିଲ୍ଲୀ:ଶାସ୍ତ୍ରରେ ବର୍ଣ୍ଣିତ ଅଛି ଯେ, ସନ୍ତୁଳିତ ଯୋଗ ବହୁ ଦୂରାରୋଗ୍ୟ ରୋଗ୍ୟରୁ ଦୂର କରିଥାଏ । କିନ୍ତୁ ଏହା ଯଦି ଅସନ୍ତୁଳିତ ହୁଏ ତେବେ ଏହାର କୁପ୍ରଭାବ ମଣିଷ ଉପରେ ଅତ୍ୟଧିକ ଭାବେ ପଡିଥାଏ। ଏହାର ପ୍ରଭାବ ସିଧାସଳକ ଶରୀର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଉପରେ ପଡିଥାଏ । ମଣିଷକୁ ପଙ୍ଗୁମଧ୍ୟ କରିଦେବାର ଆଶଙ୍କ ମଧ୍ୟ ରହିଛି । ତେଣୁ ଏହାକୁ ନିୟମାନୁସାରେ କରାଯିବା ଦରକାର।
ଯୋଗ କରିବାର ଉଚିତ ସମୟ,ଖାଦ୍ୟଗ୍ରହଣ,ଦିନଚର୍ଯ୍ୟା ଓ ଉଚିତ ପରିବେଶ ଉପରେ ବିଶେଷ ଧ୍ୟାନ ଦେବାକୁ ହେବ । ସକାଳେ ଯେଉଁ ପରିମାଣରେ ଯୋଗାଭ୍ୟାସ କରାଯାଇଛି ସମାଅନୁପାତରେ ମଧ୍ୟ ସନ୍ଧ୍ୟାରେ କରିବା ଦରକାର। ଏହାଦ୍ୱାରା ଆମ ଶରୀର ଉପରେ ପ୍ରଭାପ ପଡିବ ନାହିଁ। ବିଶେଷ ଭାବେ ଗର୍ଭାବସ୍ଥା,ହୃଦ ସମ୍ବନ୍ଧୀୟ ରୋଗ, ରକ୍ତହୀନତା ପରି ରୋଗ ହୋଇଥିଲେ ଯୋଗ କରିବା ଅନୁଚିତ। ଯୋଗକୁ ଧୀରେଧୀରେ ଅଭ୍ୟାସ କରିବା ଉଚିତ। ହଠାତ୍ ବଡ ବଡ ଆସନ କରିବା ଅନୁଚିତ। ଯୋଗାଚ୍ଚାର୍ଯ୍ୟଙ୍କ ଉପସ୍ଥିତି ହିଁ ଯୋଗାଭ୍ୟାସ ପାଇଁ ଅତ୍ୟନ୍ତ ଦରକାରୀ ବୋଲି ଏକ ଗବେଷଣାରୁ ଜଣାପଡିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ବଡ଼ ଅଭିଯୋଗ ଆଣିଲେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ, ଅଲ୍ଲୁ କହିଲେ- ମୋ ଚରିତ୍ର ସଂହାର କରାଯାଉଛି
ଶନିବାର ସନ୍ଧ୍ୟାବେଳେ ଅଲ୍ଲୁ ଅର୍ଜୁନ ସାମ୍ବାଦିକ ସମ୍ମିଳନୀ ଡାକି ତାଙ୍କ ଚରିତ୍ର ସଂହାର କରାଯାଉଛି ବୋଲି ଅଭିଯୋଗ କରିଛନ୍ତି। ସେ କହଛନ୍ତି, ୪ ତାରିଖରେ ସନ୍ଧ୍ୟା ଥିଏଟରରେ ଯାହା ଘଟିଲା ତାହା ଏକ ଦୁର୍ଭାଗ୍ୟଜନକ ଘଟଣା।
National
କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ମୋଦିଙ୍କ ନିମନ୍ତ୍ରଣ
କୁଏତୀ ବନ୍ଧୁଙ୍କୁ ମଧ୍ୟ ସାଥିରେ ଆଣିବାକୁ ସେଠାକାର ପ୍ରବାସୀ ଭାରତୀୟଙ୍କୁ କହିଛନ୍ତି ମୋଦି। ଏହା ସହିତ ଓଡ଼ିଶା ଆସିଲେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ମଧ୍ୟ ନେଇପାରିବେ ବୋଲି ସେ କହିଛନ୍ତି।
National
ଫଡ଼ନାଭିସ ରଖିଲେ ଗୃହ ବିଭାଗ, ଅଜିତ ପାୱାରଙ୍କୁ ମିଳିଲା ଅର୍ଥ
ଅର୍ଥ ଓ ଯୋଜନା ସହ ଅଜିତ ପାୱାରଙ୍କୁ ଅତିରିକ୍ତ ଭାବେ ରାଜ୍ୟ ଅବକାରୀ ବିଭାଗ ମଧ୍ୟ ମିଳିଛି।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।
National
IPS ଗୌତମଙ୍କୁ ୮ ମାସର ଜେଲ ଦଣ୍ଡ ଦେଲେ ସିବିଆଇ କୋର୍ଟ
ସରକାରୀ ଓକିଲ ଦାଖଲ କରିଥିବା ପ୍ରମାଣକୁ ଦେଖିବା ପରେ ନିଃସନ୍ଦେହରେ କୁହାଯାଇ ପାରେ ଯେ ସମସ୍ତ ଅଭିଯୁକ୍ତ ଅପରାଧିକ ଷଡ଼ଯନ୍ତ୍ରରେ ସାମିଲ ରହିଛନ୍ତି।