ଦିଲ୍ଲୀ: ଦେଶୀ ଘିଅ ଦେହ ପ୍ରତି ଅତ୍ୟନ୍ତ ହିତକର । ଏହା ଶରୀରକୁ ଶକ୍ତି ଯୋଗାଇବା ସହ ମୁଣ୍ଡକୁ ମଧ୍ୟ ସୁସ୍ଥ ରଖିଥାଏ । ଏହା ଶରୀରରେ ଥିବା ଅଦରକାରୀ ଜୀନିଷକୁ ବାହାରକୁ ବାହାର କରିଥାଏ । ଆମ ଶରୀରର ଆବଶ୍ୟକ ଅଙ୍ଗ ଯଥା, ଆଖି, କାନ, ଚର୍ମକୁ ସୁରକ୍ଷିତ ରଖିଥାଏ । ଏହା ସହ ଆମ ଶରୀର ଥିବା ମାଂସପେଷୀକୁ ମଧ୍ୟ ଶକ୍ତ କରିଥାଏ । ଯଦି ବା କୋଲେଷ୍ଟ୍ରଲ ପାଇଁ ସାବଧାନତା ଅବଲମ୍ବନ କରାଯାଏ । ତେବେ ଏହା ଶରୀର ପ୍ରତି ବେଶୀ ପ୍ରଭାବିତ କରିନ ଥାଏ ବୋଲି ଏକ ଗବେଷଣାରୁ ଜଣାପଡିଛି । ଦେଶୀ ଘିଅରେ ଭିଟାମିନ ଏ, ଡି, ଇ, ଏବଂ କେ ଭରପୁର ରହିଛି । ତେବେ ଆପଣ ଯଦି କୌଣସି ହୃଦଘାତ ଜନିତ ଅବା ମେଦବହୁଳ ରୋଗରେ ଆକ୍ରାନ୍ତ ତେବେ ଏହି ଦେଶୀ ଘିଅକୁ ଖାଦ୍ୟରୁ ଏଡେଇବା ଆବଶ୍ୟକ । ସେହିପରି ଜଣେ ପ୍ରାପ୍ତ ବୟସ୍କ ବ୍ୟକ୍ତି ପ୍ରତିଦିନ ୧୦ରୁ ୧୫ ଗ୍ରାମ ଘିଅ ଖାଇବା ଭଲ । ତେଣୁ ଦେଶୀ ଘିଅକୁ ଆମ ପ୍ରତିଦିନ ଖାଦ୍ୟ ସାରଣୀରେ ସାମିଲ କରାଗଲେ ଭଲ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ମହାକାଶକୁ ଯିବ 'ନିସାର' ସାଟେଲାଇଟ୍
ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟ୍ଟା ସ୍ଥିତ ସତୀଶ ଧାୱନ ସ୍ପେଶ୍ ସେଣ୍ଟରରୁ GSLV ମାର୍କ-୨ ସାଟେଲାଇଟରେ ଏହାକୁ ଲଞ୍ଚ କରିବ ଇସ୍ରୋ।
National
ବଡ଼ ଅଭିଯୋଗ ଆଣିଲେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ, ଅଲ୍ଲୁ କହିଲେ- ମୋ ଚରିତ୍ର ସଂହାର କରାଯାଉଛି
ଶନିବାର ସନ୍ଧ୍ୟାବେଳେ ଅଲ୍ଲୁ ଅର୍ଜୁନ ସାମ୍ବାଦିକ ସମ୍ମିଳନୀ ଡାକି ତାଙ୍କ ଚରିତ୍ର ସଂହାର କରାଯାଉଛି ବୋଲି ଅଭିଯୋଗ କରିଛନ୍ତି। ସେ କହଛନ୍ତି, ୪ ତାରିଖରେ ସନ୍ଧ୍ୟା ଥିଏଟରରେ ଯାହା ଘଟିଲା ତାହା ଏକ ଦୁର୍ଭାଗ୍ୟଜନକ ଘଟଣା।
National
କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ମୋଦିଙ୍କ ନିମନ୍ତ୍ରଣ
କୁଏତୀ ବନ୍ଧୁଙ୍କୁ ମଧ୍ୟ ସାଥିରେ ଆଣିବାକୁ ସେଠାକାର ପ୍ରବାସୀ ଭାରତୀୟଙ୍କୁ କହିଛନ୍ତି ମୋଦି। ଏହା ସହିତ ଓଡ଼ିଶା ଆସିଲେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ମଧ୍ୟ ନେଇପାରିବେ ବୋଲି ସେ କହିଛନ୍ତି।
National
ଫଡ଼ନାଭିସ ରଖିଲେ ଗୃହ ବିଭାଗ, ଅଜିତ ପାୱାରଙ୍କୁ ମିଳିଲା ଅର୍ଥ
ଅର୍ଥ ଓ ଯୋଜନା ସହ ଅଜିତ ପାୱାରଙ୍କୁ ଅତିରିକ୍ତ ଭାବେ ରାଜ୍ୟ ଅବକାରୀ ବିଭାଗ ମଧ୍ୟ ମିଳିଛି।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।