Advertisment

ବାସ୍ତୁ ଦୋଷ ଦୂର କରେ ଫିଟିକିରି,ଜାଣନ୍ତୁ ବ୍ୟବହାର ବିଧି

ଘରର ସୁଖ ସମୃଦ୍ଧି ପାଇଁ ଲୋକେ ଅନେକ ଉପାୟ ଅବଲମ୍ବନ କରନ୍ତି। ବେଳେ ବେଳେ ଛୋଟ ଛୋଟ ଉପାୟ ମଧ୍ୟ ଘରର ବାସ୍ତୁ ଦୋଷ ଦୂର କରିବାରେ ସହାୟକ ହୋଇଥାଏ । ତେବେ ଆସନ୍ତୁ ଜାଣିବା ଫିଟିକିରି ବ୍ୟବହାର କରି ଘରୁ କିପରି ବାସ୍ତୁ ଦୋଷ ଦୂର କରିପାରିବେ। ୧- ଆପଣଙ୍କ ଘରେ କିମ୍ବା ଅଫିସର ଯେଉଁ ଜାଗାରେ  ବାସ୍ତୁ ଦୋଷ ଥିଲେ ସେହି ସ୍ଥାନରେ  ଫିଟିକିରି ରଖନ୍ତୁ । ଏହି ଛୋଟ ଫିଟିକିର ଆପଣଙ୍କ ଘରର […]

author-image
Rakesh Mallick
ଅଦ୍ୟତନ ହୋଇଛି
ବାସ୍ତୁ ଦୋଷ ଦୂର କରେ ଫିଟିକିରି,ଜାଣନ୍ତୁ ବ୍ୟବହାର ବିଧି

alum

ଘରର ସୁଖ ସମୃଦ୍ଧି ପାଇଁ ଲୋକେ ଅନେକ ଉପାୟ ଅବଲମ୍ବନ କରନ୍ତି। ବେଳେ ବେଳେ ଛୋଟ ଛୋଟ ଉପାୟ ମଧ୍ୟ ଘରର ବାସ୍ତୁ ଦୋଷ ଦୂର କରିବାରେ ସହାୟକ ହୋଇଥାଏ । ତେବେ ଆସନ୍ତୁ ଜାଣିବା ଫିଟିକିରି ବ୍ୟବହାର କରି ଘରୁ କିପରି ବାସ୍ତୁ ଦୋଷ ଦୂର କରିପାରିବେ।

Advertisment

୧- ଆପଣଙ୍କ ଘରେ କିମ୍ବା ଅଫିସର ଯେଉଁ ଜାଗାରେ  ବାସ୍ତୁ ଦୋଷ ଥିଲେ ସେହି ସ୍ଥାନରେ  ଫିଟିକିରି ରଖନ୍ତୁ । ଏହି ଛୋଟ ଫିଟିକିର ଆପଣଙ୍କ ଘରର ବାସ୍ତୁ ଦୋଷ ଦୂର କରିପାରିବ। ମନେରଖିବେ ଫିଟିକିରି ପ୍ରତି ମାସରେ ବଦଳେଇବା ଜରୁରୀ।

୨- ଆପଣଙ୍କ ଦେକାନର ମୁଖ୍ୟ ଫାଟକ ଉପରେ ଏକ କଳା ରଙ୍ଗର କପଡାରେ ଫିଟିକିରି ବାନ୍ଧି ଝୁଲାଇ ଦିଅନ୍ତୁ।  ଏହା ଆପଣଙ୍କ ଦୋକାନ ଉପରେ  ଥିବା ଖରାପ ନଜରରୁ ରକ୍ଷା କରିବ।

Advertisment

୩-ଘର ଉପରେ ନକରାତ୍ମକ ପ୍ରଭାବ ପଡୁଥିଲେ ଗାଧୁଅ। ଘରେ ଏକ ଗିନାରେ  ଫିଟିକରି ରଖନ୍ତୁ। ପ୍ରତି ମାସରେ ଫିଟିକିରିକୁ ବଦଳେଇବାକୁ ଯେପରି ନ ଭୁଲନ୍ତି ।