ଏହି ଜୁସ୍‌ ପିଇଲେ ବଢ଼ିବ ରୋଗ ପ୍ରତିରୋଧକ ଶକ୍ତି, କରୋନାକୁ ଦେବେ ମାତ୍‌

ନୂଆଦିଲ୍ଲୀ: ଲେମ୍ୱୁରେ ବହୁ ଔଷଧୀୟ ଗୁଣ ରହିଛି। ମଣିଷ ଶରୀରରେ ଜଳୀୟ ଅଂଶ ବୃଦ୍ଧିରେ ଲେମ୍ୱୁ ପାଣି ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରେ। ଆମେ କେଉଁ କାଳରୁ ଏହି ଉପାୟକୁ ପ୍ରୟୋଗ କରି ଆସୁଛୁ। ଘରେ ଘରେ ପରିଚିତ ଏହି ଲେମ୍ୱୁ ପାଣି ଏବେ କରୋନା ବିରୋଧୀ ଲଢ଼େଇରେ ଗେମ ଚେଞ୍ଜର ସାବ୍ୟସ୍ତ ହେଉଛି। ବିଶେଷଜ୍ଞଙ୍କ ମତରେ ପ୍ରତିଦିନ ସକାଳେ ଉଷୁମ୍ ପାଣିରେ ଲେମ୍ୱୁ ଓ ଲୁଣ ମିଶାଇ ପିଇଲେ ଶରୀରରେ ରୋଗ ପ୍ରତିରୋଧ ଶକ୍ତି ବୃଦ୍ଧି […]

Lemon

Lemon

Manoranjan Sial
  • Published: Monday, 26 April 2021
  • Updated: 26 April 2021, 11:16 PM IST

Sports

Latest News

ନୂଆଦିଲ୍ଲୀ: ଲେମ୍ୱୁରେ ବହୁ ଔଷଧୀୟ ଗୁଣ ରହିଛି। ମଣିଷ ଶରୀରରେ ଜଳୀୟ ଅଂଶ ବୃଦ୍ଧିରେ ଲେମ୍ୱୁ ପାଣି ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରେ। ଆମେ କେଉଁ କାଳରୁ ଏହି ଉପାୟକୁ ପ୍ରୟୋଗ କରି ଆସୁଛୁ। ଘରେ ଘରେ ପରିଚିତ ଏହି ଲେମ୍ୱୁ ପାଣି ଏବେ କରୋନା ବିରୋଧୀ ଲଢ଼େଇରେ ଗେମ ଚେଞ୍ଜର ସାବ୍ୟସ୍ତ ହେଉଛି।

ବିଶେଷଜ୍ଞଙ୍କ ମତରେ ପ୍ରତିଦିନ ସକାଳେ ଉଷୁମ୍ ପାଣିରେ ଲେମ୍ୱୁ ଓ ଲୁଣ ମିଶାଇ ପିଇଲେ ଶରୀରରେ ରୋଗ ପ୍ରତିରୋଧ ଶକ୍ତି ବୃଦ୍ଧି ପାଇଥାଏ। ଯାହା ମହାମାରୀ କରୋନାକୁ ମାତ୍‌ ଦେବାରେ ସକ୍ଷମ ହୋଇଥାଏ। ସମଗ୍ର ବିଶ୍ୱ କରୋନା ମାୟା ଜାଲରେ ଛନ୍ଦି ହୋଇ ପଡ଼ିଥିବା ବେଳେ ଲେମ୍ବୁ ପାଣିର ଉପକାରୀତା ସମ୍ପର୍କରେ ନୋଏଡା ସ୍ଥିତ ଫୋରଟ୍ସି ହସ୍ପିଟାଲର ମୁଖ୍ୟ Nutritionist ଡାକ୍ତର ନମୀତା ନାଦାର ଏହି ସୂଚନା ଦେଇଛନ୍ତି।

ତାଙ୍କ ମତରେ ପ୍ରତିଦିନ ସକାଳେ ଉଷୁମ୍ ପାଣିରେ ଲେମ୍ୱୁ ଓ ଲୁଣ ମିଶାଇ ପିଇଲେ ଶରୀରରେ ରୋଗ ପ୍ରତିରୋଧ ଶକ୍ତି ବୃଦ୍ଧି ପାଇଥାଏ। ଯାହା ଯେକୌଣସି ବିଦେଶୀ ଭୂତାଣୁ ବିରୋଧରେ ଲଢ଼େଇ କରିବାକୁ ସକ୍ଷମ।

କେମିତି ପ୍ରସ୍ତୁତ କରିବେ ଲେମ୍ବୁ ସର୍ବତ

ପ୍ରଥମେ ଗୋଟିଏ ଗ୍ଲାସ ଉଷୁମ ପାଣିରେ ଏକରୁ ଦୁଇ ଚାମଚ ଲେମ୍ୱୁ ରସ ମିଶାଇବେ। ପରେ ସେଥିରେ ଗୋଟିଏ ଚାମଚର ଏକ ଚତୁର୍ଥାଂଶ ସମୁଦ୍ର ଲୁଣ ମିଶାଇବେ। ଦିନକୁ ଦୁଇ ଥର ଏହି ପାଣି ପିଇଲେ ଶରୀରରେ ରୋଗ ପ୍ରତିରୋଧ ଶକ୍ତି ବୃଦ୍ଧି ପାଇବ। ଲେମ୍ବୁ ପାଣି ଶରୀରକୁ ଭିଟାମିନ୍ ସି ଯୋଗାଇଥାଏ।

ଡାକ୍ତର ନମୀତା ନାଦାରଙ୍କ କହିବା ଅନୁସାରେ ଲେମ୍ୱୁ ପାଣି ଶରୀରରେ ରୋଗ ପ୍ରତିରୋଧ ଶକ୍ତି ବୃଦ୍ଧି କରିଥାଏ। ଏହା ଥଣ୍ଡା ଓ ବିଭିନ୍ନ ଭାଇରାଲ୍ ଜ୍ୱର ବିରୋଧରେ ଲଢ଼େଇ କରିଥାଏ। ଲେମ୍ୱୁରେ ଭିଟାମିନ୍-ସି ଓ ଆଣ୍ଟିଅକ୍ସିଡେଣ୍ଟ୍ ରହିଛି, ଯାହା ଶରୀର ପାଇଁ ବହୁ ଉପକାରୀ।

ଯଦି ନିୟମିତ ଭାବରେ ଲେମ୍ୱୁ ଖାଉଥିବା ଓ ଲେମ୍ୱୁ ପାଣି ପିଅଥିବେ, ତା’ହେଲେ ଜଣେ ବ୍ୟକ୍ତିର ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। ଏହା ହୃଦରୋଗ ସମସ୍ୟାକୁ ବି ହ୍ରାସ କରିଥାଏ। କିଡନୀ ଷ୍ଟୋନ୍ ବିରୋଧୀ ଲଢ଼େଇରେ ଲେମ୍ବୁ ପାଣି ସଞ୍ଜିବନୀ ସାବ୍ୟସ୍ତ ହୋଇଥାଏ।

ଆପଣ ଏହି ଲେମ୍ବୁ ପାଣିକୁ ସକାଳେ ପିଇ ପାରିବେ। ସେହିପରି ଏହାକୁ ଗ୍ରୀନ ଟି’ ଆକାରରେ ଦିନରେ ଯେତେବେଳେ ଇଚ୍ଛା ସେତେବେଳେ ମଧ୍ୟ ପିଇ ପାରିବେ ବୋଲି ଡାକ୍ତର କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story