ଆବଶ୍ୟକ ସାମଗ୍ରୀ: ଚିକେନ୍ କଲିଜା, ଲୁଣ, ଗରମ ମସଲା, ଅଦା-ରସୁଣ ପେଷ୍ଟ, ହଳଦୀ ଗୁଣ୍ଡ, ଧନିଆ ଗୁଣ୍ଡ, ଚାଉଳ ଚୂନା ଓ ତେଲ ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିକେନ୍ କଲିଜାକୁ ଭଲ ଭାବେ ଧୋଇ ରଖନ୍ତୁ। ତା’ପରେ ଏକ ପାତ୍ରରେ କଲିଜା, ଲୁଣ, ଗରମ ମସଲା, ଅଦା-ରସୁଣ ପେଷ୍ଟ୍, ହଳଦୀ ଗୁଣ୍ଡ ଓ ଧନିଆ ଗୁଣ୍ଡ ପକାଇ ଭଲ ଭାବେ ଗୋଳାନ୍ତୁ। ଏବେ ଏକ ତାୱାରେ ତେଲ ଗରମ କରି ମସଲା ଗୋଳା କଲିଜାକୁ ଚାଉଳ ଚୂନାରେ ଗୋଳାଇ ସେକନ୍ତୁ। କାଲିଜା ଗୁଡ଼ିକର ଦୁଇପଟ ଭଲ ଭାବେ ସେକି ହୋଇ ଲାଲ୍ ହୋଇଗଲେ ତାହାକୁ ଏକ ପ୍ଲେଟ୍କୁ କାଢ଼ି ଦିଅନ୍ତୁ। ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ଆପଣଙ୍କର ‘କଲିଜା କୁର୍କୁରି’।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Food
ବଡ଼ ଦିନରେ ଘରେ ପ୍ରସ୍ତୁତ କରନ୍ତୁ ଚିକେନର ଏହି ସୁନ୍ଦର ରେସିପି
ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...